28.1 C
Bhubaneswar
Sunday, September 8, 2024
Homeଓଡିଶାଟ୍ରେଲର ଧକ୍କାରେ ୨ ଜଣଙ୍କ ମୃତ୍ୟୁ

ଟ୍ରେଲର ଧକ୍କାରେ ୨ ଜଣଙ୍କ ମୃତ୍ୟୁ

ସମ୍ବଲପୁର : ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଥାନା ଲଇଡ଼ାଗୁନା ଛକ ନିକଟରେ ଏକ ବାଇକ୍‌କୁ ଟ୍ରେଲରଟିଏ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ମଧ୍ୟରେ ଜଣେ ପୁରୁଷ ଓ ଜଣେ ମହିଳା ଅଛନ୍ତି।

ସଂପର୍କରେ ସେମାନେ ଶାଶୁ ଓ ଜ୍ୱାଇଁ ବୋଲି ଜଣାପଡ଼ିଛି। ତେବେ ସେମାନଙ୍କ ପରିଚୟ ସ୍ପଷ୍ଟ ହୋଇପାରିନାହିଁ। ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ଘଟିଛି। ଟ୍ରେଲରଟିକୁ ଅଟକ ରଖାଯାଇଥିବା ବେଳେ କୁଚିଣ୍ଡା ପୁଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।

ବିଜୁ ପଟ୍ଟନାୟକ କ୍ରୀଡ଼ା ପୁରସ୍କାର ନାଁ ବଦଳିବନି : ମୁଖ୍ୟମନ୍ତ୍ରୀ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking