ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଦୁଇ ଜଣ ଯାତ୍ରୀଙ୍କ ମୃତ୍ୟୁ

ଭଦ୍ରକ: ଭଦ୍ରକର ୧୬ ନମ୍ବର ଜାତୀୟ ରାଜପଥ ନିକଟସ୍ଥ ନଳାଙ୍ଗ ସାଇ ମନ୍ଦିରଠାରେ ଆଜି ସକାଳେ ଘଟିଛି ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଏକ ଯାତ୍ରୀବାହୀ ସ୍କର୍ପିଓ ପଶ୍ଚିମବଙ୍ଗରୁ ପୁରୀ ଅଭିମୁଖେ ଯାଉଥିଲା ବେଳେ ଏକ ଟ୍ରକ୍ କୁ ପଛପଟୁ କାରଟି ଧକ୍କା ଦେଇଥିଲା। କାର ଓ ଟ୍ରକ୍ ଧକ୍କା ହେବା ଫଳରେ ଘଟଣାସ୍ଥଳରେ କାରରେ ଥିବା ଦୁଇ ଜଣ ଯାତ୍ରୀଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଯାତ୍ରୀ ଗୁରୁତର ଭାବରେ ଆହତ ହୋଇଛନ୍ତି। ଖବର … Continue reading ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ଦୁଇ ଜଣ ଯାତ୍ରୀଙ୍କ ମୃତ୍ୟୁ