27.1 C
Bhubaneswar
Thursday, April 25, 2024
Homeଓଡିଶାଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ: ୨ ମୃତ

ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ: ୨ ମୃତ

ଯୋଡ଼ା : ଚମ୍ପୁଆ ଥାନା ରାମଚନ୍ଦ୍ରପୁର ନିକଟରେ ଭାରସାମ୍ୟ ହରାଇ ଗଛରେ ପିଟିଲା ବୋଲେରୋ। ଫଳରେ ୨ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ୨ ଜଣ ଗୁରୁତର ଅଛନ୍ତି । ଗତ ବିଳମ୍ବିତ ରାତିରେ ଝାଡ଼ଖଣ୍ଡରୁ ଏକ ବିବାହ ଭୋଜିରୁ ଫେରୁଥିଲା ବେଳେ ଏହି ଦୁର୍ଘଟଣା ଘଟିଛି। ମୃତକ ହେଲେ କୋଇଡ଼ା ଥାନା କମଣ୍ଡୋ ଅଞ୍ଚଳର ବିନୋଦ ବାରିକ ଓ ନିଳାଦ୍ରି ଘଣା ବୋଲି ଜଣାପଡିଛି। ସେପଟେ ଦୁର୍ଘଟଣାରେ ୨ଗୁରୁତରଙ୍କୁ କେନ୍ଦୁଝର ସ୍ଥାନାନ୍ତର କରାଯଇଛି। ଘଟଣାସ୍ଥଳରେ ଚମ୍ପୁଆ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସାମାଜିକ ନ୍ୟାୟ (ସଂଖ୍ୟା ଯାହାର ଯେତେ – ଭାଗ ପାଇବା ସେ ସେତେ) ସମ୍ପର୍କରେ ମୁଖ୍ୟମନ୍ତ୍ରୀଙ୍କୁ ପୂର୍ବତନ କେନ୍ଦ୍ରମନ୍ତ୍ରୀ ଶ୍ରୀକାନ୍ତ ଜେନାଙ୍କ ପତ୍ର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking