ମର୍ମନ୍ତୁଦ ଦୁର୍ଘଟଣା : ୨ ମୃତ, ୩ ଗୁରୁତର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ଠାକୁରମୁଣ୍ଡା ଥାନା ଅନ୍ତର୍ଗତ ଠାକୁରମୁଣ୍ଡା – ଆନନ୍ଦପୁର ରାସ୍ତାର ତରାମରା ନିକଟରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଠାରେ କଲଭର୍ଟରେ ଏକ ବୋଲେରୋ ପିଟି ହୋଇଥିଲା। ଏହାଫଳରେ ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ଜଣାଯାଇଛି। ଦୁଇ ମୃତକ ହେଲେ କ୍ଷେତ୍ରବାସୀ ମହାରଣା(୩୬) ଓ କୁଳମଣି ଦାସ(୫୫)। ଖାଲିସେତିକି ନୁହେଁ ବୋଲେରୋରେ ଥିବା ଚାଳକଙ୍କ ସମେତ ଅନ୍ୟ ୩ ଜଣ ଗୁରୁତର ହୋଇଥିଲେ। ଏମାନେ ଗୋଡ଼ଭଙ୍ଗା ଅଞ୍ଚଳର ବୋଲି ଜଣାଯାଇଛି। ସେମାନଙ୍କୁ ଠାକୁରମୁଣ୍ଡା … Continue reading ମର୍ମନ୍ତୁଦ ଦୁର୍ଘଟଣା : ୨ ମୃତ, ୩ ଗୁରୁତର