34.1 C
Bhubaneswar
Thursday, April 25, 2024
Homeଓଡିଶାମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୨ ଜୀବନ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଚାଲିଗଲା ୨ ଜୀବନ

କେନ୍ଦ୍ରାପଡା : କେନ୍ଦ୍ରାପଡା ଜିଲ୍ଲା ରାଜନଗର ଥାନା ଗୋପାଳପୁର ଠାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା। ଟ୍ରକ ଓ ବାଇକ ମୁହାଁମୁହିଁ ଧକ୍କା, ୨ ମୃତ। ମୃତକ ହେଲେ ରାଜନଗର ଓସ୍ତିଆ ଗାଁର ନିଗମାନନ୍ଦ ସାହୁ ଓ ତାଙ୍କ ଝିଆରୀ ପୂର୍ଣ୍ଣିମା ସାହୁ।
ସୂଚନା ଅନୁଯାୟୀ, ରାଜନଗର ସ୍ୱାସ୍ଥ୍ୟ କେନ୍ଦ୍ରରୁ ଘରକୁ ଫେରୁଥିବା ବେଳେ ଏକ ସିମେଣ୍ଟ ବୋଝେଇ ଟ୍ରକ ତାଙ୍କୁ ଧକ୍କା ଦେଇଥିଲା । ଗୁରୁତର ଅବସ୍ଥାରେ ଉଭୟଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା । ହେଲେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ। ଘଟଣାସ୍ଥଳରେ ପୋଲିସ ପହଞ୍ଚି ଟ୍ରକ ଜବତ କରିବା ସହ ଡ୍ରାଇଭରକୁ ଅଟକ ରଖି ତଦନ୍ତ ଚଳାଇଛି ।
https://onakhabar.com/2020/05/16/23-labours-dead-in-truck-accident-in-up/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking