23.1 C
Bhubaneswar
Saturday, October 19, 2024
Homeଓଡିଶାଅଜଣା ଗାଡି ଧକ୍କାରେ ତିନି ବାଇକ ଆରୋହୀଙ୍କ ମୃତ୍ୟୁ

ଅଜଣା ଗାଡି ଧକ୍କାରେ ତିନି ବାଇକ ଆରୋହୀଙ୍କ ମୃତ୍ୟୁ

ଝାରସୁଗୁଡା : ଅଜଣା ଗାଡି ଧକ୍କାରେ ତିନି ବାଇକ ଆରୋହୀଙ୍କ ମୃତ୍ୟୁ । ଜାତୀୟ ରାଜପଥ ୪୯ରେ ଏହି ଦୁର୍ଘଟଣା ଘଟିଛି । ଝାରସୁଗୁଡା ଜିଲ୍ଲା ବେଲପାହାଡର ଗଉରପଡା ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି । ବାଇକ ଆରୋହୀଙ୍କୁ ଧକ୍କା ଦେଇଥିବା ଗାଡିଟି ଘଟଣାସ୍ଥଳରୁ ଫେରାର ହୋଇଯାଇଛି । ବେଲପାହାଡ ପୋଲିସ ଘଟଣାସ୍ଥଳରେ ପହଞ୍ଚିି ତଦନ୍ତ କରୁଛି । ତେବେ ତିନି ମୃତକଙ୍କ ପରିଚୟ ଅସ୍ପଷ୍ଟ ରହିଛି ।

ରାଜ୍ଯ ଗ୍ରନ୍ଥାଗାରରେ ଏକାଦଶତମ ପ୍ରେରଣାଦାୟକ ବକ୍ତୃତାମାଳା ଆୟୋଜିତ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking