29.1 C
Bhubaneswar
Monday, April 27, 2026
Homeଓଡିଶାଚା’ ଦୋକାନକୁ ମାଡ଼ିଗଲା ହାଇୱା, ୩ ମୃତ

ଚା’ ଦୋକାନକୁ ମାଡ଼ିଗଲା ହାଇୱା, ୩ ମୃତ

ରାଉରକେଲା: ସୁନ୍ଦରଗଡ଼ ଜିଲ୍ଲାରେ ଆଜି ଏକ ଅଭାବନୀୟ ଘଟଣା ଘଟିଛି। ଜିଲ୍ଲାର କେ. ବଲାଙ୍ଗା ଥାନା ଅନ୍ତର୍ଗତ ଜାମୁଡିହି ଟୋଲଗେ୍‌ଟ୍ ନିକଟରେ ଏକ ହାଇୱା ଭାରସାମ୍ୟ ହରାଇ ରାସ୍ତାପାର୍ଶ୍ୱ ଚା’ ଦୋକାନ ଭିତରକୁ ପଶିଯାଇଛି। ଏହି ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ହୋଇଛି। ମୃତକମାନଙ୍କର ପରିଚୟ ମିଳିପାରି ନାହିଁ। ସୂଚନାପାଇ ପୁଲିସ ପହଞ୍ଚି ଦୁଘଟଣାଗ୍ରସ୍ତ ହାଇୱାକୁ ଜବତ କରିଛି। ମୃତ ତିନି ଶବ ଜବତ କରି ବଣାଇ ହସ୍ପିଟାଲକୁ ପଠାଇଛି। ପୁଲିସ ଘଟଣାର ତଦନ୍ତ ଚଳାଇଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking