ସଡ଼କ ଦୁର୍ଘଟଣା : ୩ ମୃତ, ୭ ଗୁରୁତର

ସୁବର୍ଣ୍ଣପୁର : ସୁବର୍ଣ୍ଣପୁର-ସମ୍ବଲପୁର ରାସ୍ତାର ମେଟାକାନୀ ନିକଟରେ ଶୁକ୍ରବାର ଏକ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ ଘଟିଛି ଏବଂ ୭ ଜଣ ଗୁରୁତର ଆହତ ହୋଇଥିଲେ। ଏକ ଟ୍ରକ ଓ ମ୍ୟାକ୍ସ ପିକଅପ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବା ଫଳରେ ଏହି ଦୁର୍ଘଟଣା ଘଟିଛି। ସ୍ଥାନୀୟ ଲୋକ ମୃତକମାନଙ୍କୁ ଉଦ୍ଧାର କରିଛନ୍ତି। ଅନ୍ୟପକ୍ଷରେ ତାଙ୍କ ପରିଚୟ ମିଳି ନାହିଁ। ଗୁରୁତର ଆହତମାନଙ୍କୁ ସୁବର୍ଣ୍ଣପୁର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି ।
https://onakhabar.com/2020/02/21/murder-case-57/