39.1 C
Bhubaneswar
Wednesday, April 24, 2024
Homeବ୍ରେକୀଙ୍ଗମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ମୃତ

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୩ ମୃତ

ସମ୍ବଲପୁର: ସମ୍ବଲପୁର ଜିଲ୍ଲା ବରେଇପାଲି ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଟ୍ରକ୍ ଧକ୍କାରେ ୩ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ,  ୨ଟି ବାଇକ୍‌ରେ ୪ଜଣ ଯାଉଥିବା ବେଳେ ସେମାନଙ୍କୁ ଟ୍ରକ୍‌ ଚାପି ଦେଇଥିଲା। ଫଳରେ ୩ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଜଣେ ଗରୁତର ଆହତ ହୋଇଛନ୍ତି। ଗୁରୁତରଙ୍କୁ ବୁର୍ଲା ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତକଙ୍କ ଘର ହୀରାକୁଦ ଅଞ୍ଚଳରେ ବୋଲି ଜଣାପଡ଼ିଛି। 

 

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking