29.1 C
Bhubaneswar
Monday, May 6, 2024
Homeଓଡିଶାଅଜଣା ଟ୍ରକ ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ଅଜଣା ଟ୍ରକ ଧକ୍କାରେ ୩ ବାଇକ୍ ଆରୋହୀ ମୃତ

ସୁନ୍ଦରଗଡ଼: ଅଜଣା ଟ୍ରକ ଧକ୍କାରେ ତିନି ବାଇକ୍ ଆରୋହୀ ମୃତ। ସୁନ୍ଦରଗଡ଼ ଜିଲ୍ଲା ଭଷ୍ମା ଥାନା ଦର୍ଲିପାଲି ଏନ ଟି ପି ସି ପାୱାର ପ୍ଲାଣ୍ଟ କଲୋନୀ ସମ୍ମୁଖ ରାସ୍ତାରେ ଏହି ଦୁର୍ଘଟଣା ଘଟିଛି। ବିଳମ୍ବିତ ରାତିରେ ଅଜଣା ଟ୍ରକଟି ଧକ୍କା ମାରି ଫେରାର ହୋଇଯାଇଥିବା ସୂଚନା ରହିଛି। ଗୋଟିଏ ବାଇକ୍ ରେ ଯାଉଥିବା ତିନି ସ୍ଥାନୀୟ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତକମାନେ ହେଲେ ସେହି ଦର୍ଲିପାଲି ଗାଁର ରଞ୍ଜନ ପ୍ରଧାନ, ଆଶିଷ ଭୋଇ ଓ ରୂପକ ଧୁରୁଆ । ଘଟଣାସ୍ଥଳରେ ତୀବ୍ର ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ରାସ୍ତା ଅବରୋଧ କରିଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking