ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ଜଣଙ୍କ ମୃତ୍ୟୁ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା ଖଡ଼ିଆଳରେ ବିଳମ୍ବିତ ରାତିରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏଠାରେ ଏକ ଟ୍ରାକ୍ଟର ସହ ପିଟି ହୋଇଛି ଦ୍ରୁତଗାମୀ କାର୍। ଫଳରେ ଘଟଣାସ୍ଥଳରେ ୪ଜଣଙ୍କ ମୃତ୍ୟୁ ହୋଇଥିବା ଜଣାଯାଇଛି।୪ ମୃତକ ଖଡ଼ିଆଳ ଅଞ୍ଚର ବାସିନ୍ଦା ବୋଲି ଜଣାପଡ଼ିଛି। ମୃତକମାନେ ହେଲେ ଖଡ଼ିଆଳ ସହରର ଶୁଭମ ମହାନ୍ତି, ଦେବେନ୍ଦ୍ର ସିଂ ଲାଲ, ରିଷି ସାହୁ ଏବଂ ଗୋଇମୁଣ୍ଡି ଗାଁଁର ଦେବରାଜ ପଟେଲ ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ ମୃତକ ରିଷି ସାହୁଙ୍କ … Continue reading ମର୍ମନ୍ତୁଦ ସଡ଼କ ଦୁର୍ଘଟଣା; ୪ଜଣଙ୍କ ମୃତ୍ୟୁ