28.1 C
Bhubaneswar
Friday, March 29, 2024
Homeଦେଶ ବିଦେଶସଡ଼କ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୫ ଜୀବନ

ସଡ଼କ ଦୁର୍ଘଟଣାରେ ଚାଲିଗଲା ଗୋଟିଏ ପରିବାରର ୫ ଜୀବନ

ଲକ୍ଷ୍ନୌ : ଉତରପ୍ରଦେଶର ବରେଲୀ ଜିଲ୍ଲାର ଇଜତନଗରରେ ଆଜି ବଡ ଧରଣର ସଡକ ଦୁର୍ଘଟଣା ଘଟିଛି । କାର ଓ ଟ୍ରକ ମଧ୍ୟରେ ଧକ୍କା ହୋଇ ଗୋଟିଏ ପରିବାରର ୫ ଜଣଙ୍କ ଜୀବନ ଚାଲି ଯାଇଛି । ଖବର ପାଇବା ମାତ୍ରେ ପୋଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି । ସୂଚନା ଅନୁଯାୟୀ, ଇଜତନଗରର ବିଲବା ପୋଲରେ ଏହି ଦୁର୍ଘଟଣା ଘଟିଛି । କାରର ଚକା ଫାଟି ଯିବା ପରେ ଏହା ଅନିୟନ୍ତ୍ରିତ ହୋଇ ଟ୍ରକ ସହ ଧକ୍କା ହୋଇ ଥିଲା । ପୋଲିସ ମୃତଦେହ ବ୍ୟବଚ୍ଛେଦ ପାଇଁ ପଠାଇଛି । ଘଟଣାର ତଦନ୍ତ କରାଯାଉଛି ।

ଡିସେମ୍ବରରେ ସ୍ଥଳସେନା ଅଗ୍ନିବୀର ଟ୍ରେନିଂ

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking