32.1 C
Bhubaneswar
Friday, April 26, 2024
Homeଦେଶ ବିଦେଶମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୫ ଜୀବନ

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୫ ଜୀବନ

ଲକ୍ଷ୍ନୌ : ଲକ୍ଷ୍ନୌ ସ୍ଥିତ ସୁଲତାନପୁର ଅନ୍ତର୍ଗତ କୋତବଲୀର ବାଇପାସ ସ୍ଥିତ ଆଦରା କମନଗଡରେ ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଥିବା ନେଇ ଜଣାପଡିଛି । ଦୁର୍ଘଟଣାରେ ଟ୍ରକ -ବୈଦୁତିକ ଗାଡି ମଧ୍ୟରେ ଧକ୍କା ଯାଉଥିବା ୫ ଜଣଙ୍କ ମୃତ୍ୟୁ ହୋଇଛି । ମୃତକଙ୍କ ମଧ୍ୟରେ ମହିଳା ସାମିଲ ରହିଛନ୍ତି । ଉକ୍ତ ଯାନରେ ପ୍ରାୟ ୮ ଜଣ ଯାତ୍ରା କରୁଥିଲେ । ଖବର ପାଇ ସ୍ଥାନୀୟ ଲୋକେ ପୁଲିସକୁ ଖବର ଦେଇଥିଲେ । ପୁଲିସ ଓ ଉଦ୍ଧାରକାରୀ ଦଳ ଘଟଣା ସ୍ଥଳରେ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଆହତଙ୍କ ମଧ୍ୟରୁ ୪ ଜଣଙ୍କ ଅବସ୍ଥା ଗୁରୁତର ରହିଛି । ସେମାନଙ୍କୁ ଲକ୍ଷ୍ନୌ ସ୍ଥାନାନ୍ତର କରାଯାଇଛି ।

ଶୋଇଥିବା ବେଳେ ଶ୍ରମିକଙ୍କ ଉପରକୁ ମାଡ଼ିଗଲା ବାଲି ବୋଝେଇ ଟ୍ରକ୍‌: ୨ ମୃତ, ୩ ଗୁରୁତର

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking