23.1 C
Bhubaneswar
Tuesday, January 13, 2026
Homeଦେଶ ବିଦେଶଅଟୋକୁ ଧକ୍କା ଦେଲା ଟ୍ରକ୍ : ୭ ମୃତ

ଅଟୋକୁ ଧକ୍କା ଦେଲା ଟ୍ରକ୍ : ୭ ମୃତ

ପାଟଣା: ବିହାର ପାଟଣା ମସୌର୍ହି ନୋରା ବ୍ରିଜରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଅଟୋ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୭ ଜଣଙ୍କର ଜୀବନ ଚାଲିଯାଇଛି।

ଗତକାଲି ବିଳମ୍ବିତ ରାତିରେ ଅଟୋ ଏବଂ ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଫଳରେ ଘଟଣାସ୍ଥଳରେ ୭ ଜଣଙ୍କର ମୃତ୍ୟୁ ଘଟିଛି। ଏକାଧିକ ଲୋକ ଆହତ ହୋଇଥିବା ନେଇ ସୂଚନା ମିଳିଛି। ପରେ ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଅଧିକ ତଦନ୍ତ ଜାରି ରଖିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking