ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା: ଚାଲିଗଲା ୮ଜଣଙ୍କ ଜୀବନ

ଲକ୍ଷ୍ନୌ: ଉତ୍ତର ପ୍ରଦେଶ ଲଖୀମପୁର ଖେରୀରେ ବସ-ଟ୍ରକ ମୁହାଁମୁହିଁ ଧକ୍କା ହେବା ଫଳରେ ୮ ଜଣଙ୍କ ମୃତ୍ୟୁ ହେବା ସହ ୨୫ ଜଣ ଆହତ ହୋଇଛନ୍ତି । ବସଟି ଧଉରାହେରାରୁ ରାଜଧାନୀ ଲକ୍ଷ୍ନୌ ଅଭିମୁଖେ ଆସୁଥିବାବେଳେ ଖେରୀର ଇସନଗର ଇରା ବ୍ରିଜ ନିକଟରେ ବିପରୀତ ଦିଗରୁ ଆସୁଥିବା ଏକ ଟ୍ରକ ସହ ମୁହାଁମୁହିଁ ଧକ୍କା ହୋଇଥିଲା । ବସରେ ଥିବା ଯାତ୍ରୀଙ୍କ ମଧ୍ୟରେ ୮ ଜଣଙ୍କର ଘଟଣାସ୍ଥଲରେ ମୃତ୍ୟୁ ହୋଇଥିଲା । ସ୍ଥାନୀୟ ବାସିନ୍ଦା ଓ ଖବର … Continue reading ବସ୍‌-ଟ୍ରକ ମୁହାଁମୁହିଁ ଧକ୍କା: ଚାଲିଗଲା ୮ଜଣଙ୍କ ଜୀବନ