ଘାଟିରେ ଓଲଟିଲା ଟ୍ରକ୍‌; ଗାଡ଼ି ସହ ଜଳିଗଲେ ଡ୍ରାଇଭର

ମୟୂରଭଞ୍ଜ : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷି ଘାଟିରେ ଆଜି ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବାଙ୍ଗିରିପୋଷି ଘାଟିରେ ଭାରସାମ୍ୟ ହରାଇ ୨ଟି ଟ୍ରକ୍‌ ୨୦ ଫୁଟ ତଳକୁ ଖସି ଯାଇଥିଲା। ଏହାପରେ ସେଥି ମଧ୍ୟରୁ ଗୋଟିଏ ଟ୍ରକ୍‌ରେ ନିଆଁ ଲାଗି ଡ୍ରାଇଭର ଜୀଅନ୍ତା ଜଳି ଯାଇଥିବା ଜଣାଯାଇଛି। ଅନ୍ୟ ଜଣେ ଡ୍ରାଇଭରଙ୍କ ପତ୍ତା ମିଳୁନି। ଆଜି ସକାଳ ପ୍ରାୟ ୮ଟା ପରେ ଏକ ତେଲ ବୋଝେଇ ଟ୍ରକ୍‌ ଓ ଏକ ଟ୍ୟାଙ୍କର କେନ୍ଦୁଝରରୁ ବାରିପଦା … Continue reading ଘାଟିରେ ଓଲଟିଲା ଟ୍ରକ୍‌; ଗାଡ଼ି ସହ ଜଳିଗଲେ ଡ୍ରାଇଭର