38.1 C
Bhubaneswar
Friday, April 26, 2024
Homeଓଡିଶାଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକର ଜୀବନ

ଅଜଣା ଗାଡ଼ି ଧକ୍କାରେ ଚାଲିଗଲା ଯୁବକର ଜୀବନ

ନୂଆପଡ଼ା : ନୂଆପଡ଼ା ଜିଲ୍ଲା କୋମନା ଥାନା ଅନ୍ତର୍ଗତ ଧରମପୁର ଛକରେ ଅଜଣା ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ଜୟନ୍ତ ନାଗ ବୋଲି ସୂଚନା ମିଳିଛ । ତାଙ୍କ ଘର ଦାନୋଝଲା ଗାଁରେ।
ସୂଚନା ଅନୁଯାୟୀ, ଗୁରୁବାର ସନ୍ଧ୍ୟାରେ ଜୟନ୍ତ ନିଜର ଜଣେ ସମ୍ପର୍କୀୟଙ୍କ ବାହାଘର ଉତ୍ସବରେ ଯୋଗ ଦେବାକୁ ଧରମପୁର ଯାଇଥିଲେ। ଆଜି ସକାଳେ ଧରମପୁର ଛକରେ ତାଙ୍କ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଏକ ଅଜଣା ଗାଡ଼ି ତାଙ୍କୁ ପିଟି ଚାଲି ଯାଇ ଥିବା ଅନୁମାନ କରାଯାଉଛି। ଖବର ପାଇ ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଜବତ କରି ଘଟଣାର ତଦନ୍ତ ଆରମ୍ଭ କରିଛି।
https://onakhabar.com/2020/02/28/minor-boy-missing-in-mahanadi/

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking