23.1 C
Bhubaneswar
Sunday, February 16, 2025
Homeଓଡିଶାଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୩ମୃତ

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା, ୩ମୃତ

କେନ୍ଦୁଝର: ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା । ଚାଲିଗଲା ୩ ଜୀବନ, ଜଣେ ଗୁରୁତର । କେନ୍ଦୁଝର ଜିଲ୍ଲା ପଣ୍ଡାପଡ଼ା ଥାନା ରୁଟିଶିଳା ନିକଟରେ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଘଟଣାସ୍ଥଳରେ ୨ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଚିକିତ୍ସିତ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଛି । ରୁଟିଶିଳା ଗାଁର ସୁଦାମ ସିଂ ନିଜ ଭଣଜାଙ୍କ ସହ ବାଇକରେ ଯାଉଥିବାବେଳେ ବିପରୀତ ଦିଗରୁ ଆସୁଥିବା ବାଇକ୍‌ ସହ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣାସ୍ଥଳରେ ହିଁ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କ ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଗୁରୁତର ହୋଇଛନ୍ତି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking