ଅଟୋ-ଟ୍ରକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୫ ଜଣ ଗୁରୁତର

ତିଗିରିଆ : ଅଟୋ-ଟ୍ରକ୍ ମୁହାଁମୁହିଁ ଧକ୍କା। ଜଣେ ମୃତ ୫ ଜଣ ଗୁରୁତର। ଶୁକ୍ରବାର ସକାଳେ ତିଗିରିଆ ଥାନା ଅନ୍ତର୍ଗତ ପାଞ୍ଚଗାଁ ପଞ୍ଚାୟତ ଭାରତ ଗ୍ୟାସ୍ ପାଖ ଖୁଣ୍ଟୁଣୀ ନରସିଂହପୁର ୬୫ ନଂ ରାଜ୍ଯ ରାଜପଥରେ ଏହି ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ସୂଚନା ଅନୁଯାୟୀ, ଖୁଣ୍ଟୁଣୀ ନରସିଂହପୁର ୬୫ ନଂ ରାଜ୍ଯ ରାଜପଥରେ ଗୋଟିଏ ଟ୍ରକ୍ ଏକ ଅଟୋକୁ ଧକ୍କା ଦେବାରୁ ଅଟୋଟି ରାସ୍ତା କଡରେ ମାଛ ବିକ୍ରି କରୁଥିବା ଜଣେ ବ୍ୟବସାୟୀଙ୍କୁ ଧକ୍କା ଦେଇଥିଲା l … Continue reading ଅଟୋ-ଟ୍ରକ୍ ମୁହାଁମୁହିଁ ଧକ୍କା, ଜଣେ ମୃତ ୫ ଜଣ ଗୁରୁତର