34.1 C
Bhubaneswar
Thursday, April 25, 2024
Homeଅପରାଧମନୀଷ ହତ୍ୟାକାଣ୍ଡ : ୪ ଦିନିଆ ରିମାଣ୍ଡରେ ଯିବେ ଅଭିଯୁକ୍ତ

ମନୀଷ ହତ୍ୟାକାଣ୍ଡ : ୪ ଦିନିଆ ରିମାଣ୍ଡରେ ଯିବେ ଅଭିଯୁକ୍ତ

ଭୁବନେଶ୍ୱର : ରାଜଧାନୀ ଭୁବନେଶ୍ୱରର ବହୁଚର୍ଚ୍ଚିତ ମନୀଷ ଅନୁରାଗ ହତ୍ୟା ମାମଲାରେ ଅଭିଯୁକ୍ତମାନେ ଯିବେ ରିମାଣ୍ଡରେ । ୩ ଅଭିଯୁକ୍ତ ୪ ଦିନିଆ ରିମାଣ୍ଡରେ ଯିବେ । ଅମ୍ରିତ, ମୃତ୍ୟୁଞ୍ଜୟ ଓ ଦିନେଶଙ୍କୁ ରିମାଣ୍ଡରେ ନେଇ ପଚରାଉଚରା କରାଯିବା ସହ ହତ୍ୟାକାଣ୍ଡ କେମିତି ସେମାନେ ଘଟାଇଥିଲେ ତାହାର ସତ ବାହାର କରିବ ପୋଲିସ । ଏହି ରିମାଣ୍ଡ ପାଇଁ ଅନୁମତି ଦେଇଛନ୍ତି ଭୁବନେଶ୍ୱର ଜୁଡିସିଆଲ ମାଜିଷ୍ଟ୍ରେଟ ଫାଷ୍ଟ କ୍ଲାସ (ଜେଏମଏଫସି) । ପୂର୍ବରୁ ୫ ଦିନ ରିମାଣ୍ଡ ପାଇଁ ଅନୁମତି ମାଗିଥିଲା କମିଶନରେଟ୍ ପୋଲିସ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking