ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ

ଭୁବନେଶ୍ୱର: ଶିକ୍ଷା ଓ ଅନୁସନ୍ଧାନ (ସୋଆ) ପରିଚାଳିତ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ (ଏସ୍‌ଏଚ୍‌ଏମ୍‌) ଏମ୍‌.ବି.ଏ ଇନ୍ ହସ୍ପିଟାଲିଟି ମ୍ୟାନେଜମେଂଟର ଦ୍ୱୀତିୟ ବର୍ଷର ଛାତ୍ରୀ ଏସ୍‌.ଭି. ଚନ୍ଦନା ନିକଟରେ ଭୁବନେଶ୍ୱର ସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ରେ ରାଜ୍ୟ ସ୍ତରୀୟ ଭାରଉତୋଳନ ପ୍ରତିଯୋଗିତାରେ ନିଜର ପାରଦର୍ଶିତା ଦେଖାଇ ଦ୍ୱିତୀୟ ସ୍ଥାନ ଅଧିକାର କରିବା ସହିତ ରୌପ୍ୟ ପଦକ ହାସଲ କରିଛନ୍ତି । ସେହିପରି ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ଆନ୍ତର୍ଜାତୀୟ ମିଲେଟ୍ ପ୍ରତିଯୋଗିତାରେ ବ୍ୟାଚ୍‌ଲର୍ ଅଫ୍ ହୋଟେଲ ମ୍ୟାନେଜମେଂଟ … Continue reading ସୋଆ ସ୍କୁଲ୍ ଅଫ୍ ହୋଟେଲ ମ୍ୟାନେଜମେଂଟ ଛାତ୍ରଛାତ୍ରୀଙ୍କର କୃତିତ୍ୱ