19.1 C
Bhubaneswar
Monday, December 8, 2025
Homeଓଡିଶାତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର: ବାଲେଶ୍ୱର: ବାଲେଶ୍ୱର ଏଫଏମ କଲେଜ ଛାତ୍ରୀ ଆତ୍ମହୁତି ଉଦ୍ୟମ ଘଟଣା । ସ୍ୱାସ୍ଥ୍ୟବସ୍ଥା ପଚାରି ବୁଝିବା ପରେ ଉଚ୍ଚ ଶିକ୍ଷାମନ୍ତ୍ରୀଙ୍କ ପ୍ରତିକ୍ରିୟା । କହିଲେ ତଦନ୍ତ ପରେ କାର୍ଯ୍ୟାନୁଷ୍ଠାନ ହେବ । ନିଷ୍ପତ୍ତି ତ୍ୱରିତ ଢଙ୍ଗରେ ନିଆଯାଇଛି । ଦୁଇ ଜଣଙ୍କୁ ସସ୍‌ପେଣ୍ଡ କରାଯାଇଛି । ତଦନ୍ତ କମିଟି ବାଲେଶ୍‌ବର ଯାଇଛନ୍ତି । ଯାହାକୁ ବହିଷ୍କାର କରିବା କଥା କରାଯିବ । ଅପରାଧି କାର୍ଯ୍ୟ ପାଇଁ ପଦକ୍ଷେପ ନିଆଯିବ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking