31.1 C
Bhubaneswar
Friday, February 6, 2026
Homeଓଡିଶାସ୍କୁଲ ପୋଷାକରେ ବିଳମ୍ବ ପାଇଁ କାର୍ଯ୍ୟାନୁଷ୍ଠାନ:ମନ୍ତ୍ରୀ

ସ୍କୁଲ ପୋଷାକରେ ବିଳମ୍ବ ପାଇଁ କାର୍ଯ୍ୟାନୁଷ୍ଠାନ:ମନ୍ତ୍ରୀ

ଭୁବନେଶ୍ୱର: ସ୍କୁଲ ଯୁନିଫର୍ମ ପହଞ୍ଚିବାରେ ବିଳମ୍ବକୁ ନେଇ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡଙ୍କ ପ୍ରତିକ୍ରିୟା । ମନ୍ତ୍ରୀ କହିଛନ୍ତି ଯେ ଠିକ୍ ସମୟରେ ସ୍କୁଲ ୟୁନିଫର୍ମ କିପରି ପହଞ୍ଚିବ ସେଥିପାଇଁ ପ୍ରୟାସ କରାଯାଇଛି । କିଛି ସ୍ଥାନରେ ଅବ୍ୟବସ୍ଥା ହୋଇଛି, ଆମେ କଠଓର ପଦକ୍ଷେପ ନେବୁ । ଡିଇଓ କିମ୍ବା ଏସଏଚଜିଙ୍କ ଅବହେଳା ପାଇଁ ଯଦି ବଣ୍ଟନ ହୋଇନି ତର୍ଜମା କରିବୁ । ତର୍ଜମା କରି ଆଗାମୀ ଦିନରେ କାର୍ଯ୍ୟାନୁଷ୍ଠାନ ନେବୁ ।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking