33.1 C
Bhubaneswar
Sunday, May 5, 2024
Homeଓଡିଶାଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ସମେତ ବିଶିଷ୍ଟ ବ୍ୟକ୍ତିମାନେ ଗଭୀର ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟର ଜରିଆରେ ସେ ନିଜର ଶୋକବାର୍ତ୍ତାରେ କହିଛନ୍ତି, ଓଡ଼ିଆ ଚଳଚ୍ଚିତ୍ର ଜଗତର ଲୋକପ୍ରିୟ ଅଭିନେତା ପିଣ୍ଟୁ ନନ୍ଦଙ୍କ ଦେହାନ୍ତ ବିଷୟରେ ଜାଣି ମୁଁ ଦୁଃଖିତ। ନିଜ ନିଖୁଣ ଅଭିନୟ ଦ୍ୱାରା ଚଳଚ୍ଚିତ୍ର ଏବଂ ଧାରାବାହିକରେ ସେ ଛାଡ଼ିଯାଇଥିବା ଛାପ ତାଙ୍କୁ ଦର୍ଶକଙ୍କ ହୃଦୟରେ ସର୍ବଦା ସ୍ମରଣୀୟ କରି ରଖିବ। ତାଙ୍କ ଅମର ଆତ୍ମାର ସଦଗତି କାମନା ସହ ଶୋକସନ୍ତପ୍ତ ପରିବାରବର୍ଗଙ୍କ ପ୍ରତି ସମବେଦନା ଜଣାଉଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking