ଆଘାତ ଯୋଗୁ ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ସୈଫ ଅଲି ଖାନ

ମୁମ୍ବାଇ : ବଲିଉଡ ଅଭିନେତା ସୈଫ ଅଲି ଖାନଙ୍କୁ ନେଇ ଆସିଲା ଏକ ବଡ ଖବର । ତାଙ୍କ ଆଣ୍ଠୁ ଏବଂ କାନ୍ଧରେ ଆଘାତ ଲାଗିଛି । ଯାହାଫଳରେ,ସୈଫଙ୍କୁ ଆଜି ସକାଳେ ମୁମ୍ବାଇର କୋକିଲାବେନ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ମିଡିଆ ରିପୋର୍ଟ ଅନୁଯାୟୀ, ତାଙ୍କ ଆଣ୍ଠୁର ଅସ୍ତ୍ରୋପଚାର କରାଯାଇଥିବା କୁହାଯାଉଛି । ତେବେ ସୈଫ କିପରି ଆହତ ହୋଇଛନ୍ତି ସେ ସମ୍ପର୍କରେ ଏପର୍ଯ୍ୟନ୍ତ କୌଣସି ସୂଚନା ନାହିଁ । ହସ୍ପିଟାଲରେ ପତ୍ନୀ କରୀନା କପୁର ଖାନ … Continue reading ଆଘାତ ଯୋଗୁ ହସ୍ପିଟାଲରେ ଭର୍ତ୍ତି ହେଲେ ଅଭିନେତା ସୈଫ ଅଲି ଖାନ