26.1 C
Bhubaneswar
Thursday, September 19, 2024
Homeଓଡିଶାଭିଏଲ୍‌-ଏସ୍‌ଆରଏସ୍‌ଏଏମ୍‌ ମିଶାଇଲର ସଫଳ ପରୀକ୍ଷଣ

ଭିଏଲ୍‌-ଏସ୍‌ଆରଏସ୍‌ଏଏମ୍‌ ମିଶାଇଲର ସଫଳ ପରୀକ୍ଷଣ

ଚାନ୍ଦିପୁର: ଭିଏଲ୍‌-ଏସ୍‌ଆରଏସ୍‌ଏଏମ୍‌ ମିଶାଇଲ ପରୀକ୍ଷଣ । ବାଲେଶ୍ବର ଜିଲ୍ଲା ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରର ୩ ନମ୍ବର ଲଞ୍ଚପ୍ୟାଡରୁ ଆଜି ଅପରାହ୍ନ ୩ଟା ୧୯ ମିନିଟରେ ଭାଟିକାଲ ଲଞ୍ଚ ସ୍ବଳ୍ପ ଦୂରଗାମୀ ଭୂପୃଷ୍ଠରୁ ଆକାଶକୁ ଲକ୍ଷଭେଦ କରିପାରୁଥିବା ଭିଏଲ୍‌-ଏସ୍‌ଆରଏସ୍‌ଏଏମ୍‌ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ ହୋଇଛି। ପରୀକ୍ଷଣ ପରେ ରାଡାରରୁ ମିଳିଥିବା ତଥ୍ୟକୁ ଡିଆରଡିଓର ବୈଜ୍ଞାନିକମାନେ ସମୀକ୍ଷା କରୁଛନ୍ତି। ସ୍ବଳ୍ପ ଦୂରଗାମୀ ମିସାଇଲରେ ସ୍ବଦେଶୀ ଜ୍ଞାନକୌଶଳ ବ୍ୟବହାର କରାଯାଇଛି। ଏହି ପରୀକ୍ଷଣ ପାଇଁ ୩ ନମ୍ବର ଲଞ୍ଚପ୍ୟାଡର ଅଢେଇ କିଲୋମିଟର ଦୂରତା ମଧ୍ୟରେ ୩୧୦୦ ଲୋକଙ୍କୁ ଅସ୍ଥାୟୀ ଆଶ୍ରୟ ସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking