ଭୁବନେଶ୍ୱର: ଆଜି ବିଧାନସଭାରେ ୨୦୨୪-୨୫ ଆର୍ଥିକ ବର୍ଷର ଅତିରିକ୍ତ ବଜେଟ ଉପସ୍ଥାପନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ଗୋପବନ୍ଧୁ ଜନଆରୋଗ୍ୟ ଯୋଜନା ପାଇଁ ୬୬୪ କୋଟି । ମେଡିକାଲ କଲେଜ ଓ ହସ୍ପିଟାଲ ପାଇଁ ୫ କୋଟି । ଆୟୁଷ ସମ୍ପର୍କିତ ଜାତୀୟ ମିଶନ ପାଇଁ ୨୦ କୋଟି ।