36.1 C
Bhubaneswar
Tuesday, May 26, 2026
Homeଓଡିଶାଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଆମ ବସ୍‌ ଧକ୍କାରେ ଅତିରିକ୍ତ ଡିସିପି ଆହତ

ଭୁବନେଶ୍ୱର : ରାଜଧାନୀରେ ପୁଣି ଥରେ ଦୁର୍ଘଟଣା ଘଟାଇଛି ଆମ ବସ୍‌। ଏହି ବସ୍‌ ଧକ୍କାରେ ଅତିରିକ୍ତ ଡିସିପି କୃଷ୍ଣଚନ୍ଦ୍ର ସେଠୀ ଆହତ ହୋଇଛନ୍ତି। ସାଇକେଲ୍‌ରେ ଯିବା ସମୟରେ ଭୁବନେଶ୍ୱର କ୍ଲବ ନିକଟରେ ତାଙ୍କୁ ପଛରୁ ଧକ୍କା ଦେଇଥିଲା ବସ୍‌। କ୍ୟାପିଟାଲ ଥାନା ପୋଲିସ ଡିସିପିଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking