34.1 C
Bhubaneswar
Friday, March 29, 2024
Homeଓଡିଶାଗଜପତି ଅତିରିକ୍ତ ଜିଲ୍ଲାପାଳଙ୍କ ପରଲୋକ

ଗଜପତି ଅତିରିକ୍ତ ଜିଲ୍ଲାପାଳଙ୍କ ପରଲୋକ

ପାରଳାଖେମୁଣ୍ଡି : ଗଜପତି ଜିଲ୍ଲାର ଅତିରିକ୍ତ ଜିଲ୍ଲାପାଳ କରୁଣାକର ରାଇକାଙ୍କର ଆଜି ପରଲୋକ ହୋଇଯାଇଛି । ସେ ଜିଲ୍ଲା କୋଭିଡ୍ ହସ୍ପିଟାଲ୍ ଓ କେୟାର ସେଣ୍ଟର ପରିଚାଳନା ଦାୟିତ୍ୱରେ ଥିଲେ । ଆଜି ସକାଳୁ ବ୍ରହ୍ମପୁର ବଡ଼ ଡାକ୍ତାଖାନାରେ ତାଙ୍କର ମୃତ୍ୟୁ ହୋଇଥିବା ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି । ହେଲେ ତାଙ୍କର ମୃତ୍ୟୁ କିପରି ହେଲା ସେ ସମ୍ପର୍କରେ ପ୍ରଶାସନ ପକ୍ଷରୁ କିଛି ସୂଚନା ଦିଆଯାଇ ନାହିଁ ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking