19.1 C
Bhubaneswar
Friday, December 5, 2025
Homeଓଡିଶାତଦନ୍ତ ପରେ ସୁଭଦ୍ରାରେ ୧୭ ଲକ୍ଷ ସାମିଲ: ପ୍ରଭାତୀ

ତଦନ୍ତ ପରେ ସୁଭଦ୍ରାରେ ୧୭ ଲକ୍ଷ ସାମିଲ: ପ୍ରଭାତୀ

ଭୁବନେଶ୍ୱର: ସରଜମିନ ତଦନ୍ତ ପରେ ସୁଭଦ୍ରାରେ ଯୋଡି ହେଲେ ୧୭ ଲକ୍ଷରୁ ଅଧିକ ମହିଳା । ଏନେଇ ଗୃହରେ ତଥ୍ୟ ରଖିଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା । ୧୭ ଲକ୍ଷ ୮୩ ହଜାର ୨୫୧ ମହିଳା ସୁଭଦ୍ରାରେ ଯୋଡି ହଇଛନ୍ତି । ୯୭ ଲକ୍ଷ ୫୧ ହଜାର ୪୭୯ ଜଣ ସମସ୍ତ ୩ଟି କିସ୍ତି ପାଇଛନ୍ତି ।  ୧ କୋଟି  ୩ଲକ୍ଷ ୮୯ ହଜାର ୮୦୧ ମହିଳା ପ୍ରଥମ କିସ୍ତି ଟଙ୍କା ପାଇଛନ୍ତି । ୧  କୋଟି ୧ ଲକ୍ଷ ୯୨ ହଜାର ୭୨୪ ଦ୍ୱିତୀୟ  କିସ୍ତି ପାଇଛନ୍ତି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking