32.1 C
Bhubaneswar
Thursday, February 12, 2026
Homeଓଡିଶାଲଟକା ପରେ ଚାଲିଛି ଢାବା ଖାଲି 

ଲଟକା ପରେ ଚାଲିଛି ଢାବା ଖାଲି 

ଧର୍ମଶାଳା : ଧର୍ମଶାଳା ଭବନରେ ଥିବା ବଲେ ବଲେ ଢାବା ଓ ଲଜକୁ ସିଲ କରିବା ନିର୍ଦ୍ଦେଶ ପରେ ଖାଲି କରାଯାଉଛି। ବିଧାୟକଙ୍କ ନିର୍ଦ୍ଦେଶ ପରେ ଢାବା ସିଲ କରିବାକୁ ଗତକାଲି ଲଟକା ଲଗାଇଥିଲେ ବ୍ଲକ ପ୍ରଶାସନ। ଏହା ପରେ ଢାବାରେ ଥିବା ସାମଗ୍ରୀକୁ ଖାଲି କରାଯାଉଛି। ଅଭିଯୋଗ ହୋଇଛି ବିଧାୟକ ଓ ସାଂସଦ ପାଣ୍ଠିରେ ଢାବାକୁ ଆଧୁନିକ ଶୈଳୀରେ ସଜା ଯାଇଥିଲା। ବିବାହ ବତ୍ର ଆଦି ପାଇଁ ଆଦାୟ ହେଉଥିଲା କୋଟି କୋଟି ଟଙ୍କା। ବିନା କାଗଜପତ୍ରରେ ପୂର୍ବତନ ବିଧାୟକଙ୍କ ସହଯୋଗୀଙ୍କୁ ଢାବା ଖୋଲିବା ପାଇଁ ଦିଆଯାଇଥିଲା ଲିଜ୍।  ଲଜକୁ ଅନେକ ଆଗ ଧାଡିର ଅଭିନେତ୍ରୀ ଆସୁଥିଲେ। ଅନ୍ୟ କିଛି ସେଲିବ୍ରିଟି ମଧ୍ୟ ଏଠାରେ ଆସି ରହୁଥିଲେ। ଲଜରେ ଚାଲିଥିଲା କଣ ? ଲଟକା ଲାଗିବ ପରେ ଲୋକଙ୍କ ଅଭିଯୋଗ ପରେ ଲଜକୁ ସିଲ୍ କରାଯାଇଛି।
5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking