26.1 C
Bhubaneswar
Thursday, April 30, 2026
Homeଓଡିଶାଅବସର ପରେ ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଲେ

ଅବସର ପରେ ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଲେ

ଭୁବନେଶ୍ୱର : ଅବସର ପରେ ସରକାରୀ ପଦବୀରେ ଥିବା ୨ ଅଧିକାରୀ ହଟିଲେ । ସୁଡ଼ା ପ୍ରକଳ୍ପ ନିର୍ଦ୍ଦେଶକ ଓ ପୌର ନିର୍ଦ୍ଦେଶକ ପଦରୁ ୨ ଅଧିକାରୀ ହଟିଲେ । ଅବସର ପରେ ବି ସୁଡ଼ା ନିର୍ଦ୍ଦେଶକ ଥିବା ସାରଦା ପ୍ରସାଦ ପଣ୍ଡା ହଟିଲେ । ସାରଦାଙ୍କ ସ୍ଥାନରେ ରବୀନ୍ଦ୍ର କୁମାର ସାହୁ ସୁଡ଼ା ନିର୍ଦ୍ଦେଶକ ହୋଇଛନ୍ତି। ଅବସର ପରେ ପୌର ନିର୍ଦ୍ଦେଶକ ଥିବା ସଂଗ୍ରାମଜିତ୍ ନାୟକଙ୍କୁ ମଧ୍ୟ ହଟାଯାଇଛି। ସଂଗ୍ରାମଜିତଙ୍କ ସ୍ଥାନରେ ଦେବାଶିଷ ସିଂହଙ୍କୁ ପୌର ନିର୍ଦ୍ଦେଶକ ଭାବେ ନିଯୁକ୍ତି ମିଳିଛି।

 

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking