28.1 C
Bhubaneswar
Saturday, April 27, 2024
Homeଓଡିଶାକରୋନା ସଂକ୍ରମଣରେ ପୂର୍ବତନ ଡିଜିପିଙ୍କ ପରଲୋକ

କରୋନା ସଂକ୍ରମଣରେ ପୂର୍ବତନ ଡିଜିପିଙ୍କ ପରଲୋକ

ଭୁବନେଶ୍ୱର : ପୂର୍ବତନ ପୋଲିସ ଡିଜିପି ଜନ୍ ନାୟକଙ୍କର ପରଲୋକ ଘଟିଛି । ଏନେଇ ପୋଲିସ ମହାନିର୍ଦ୍ଦେଶକ ଅଭୟ ଟ୍ୱିଟ କରି ସୂଚନା ଦେଇଛନ୍ତି । ଗତକାଲି ରାତିରେ ତାଙ୍କର ଦେହାନ୍ତ ହୋଇଥିବା ଡିଜିପି ସୂଚନା ଦେଇଛନ୍ତି । ତେବେ କରୋନା ସଂକ୍ରମଣରେ ଥିବା ଜନ୍ ନାୟକ ୧୯୬୫ ବ୍ୟାଚର ଆଇପିଏସ୍ ଅଧିକାରୀ ଥିଲେ । ସ୍ୱର୍ଗତ ନାୟକଙ୍କ ଅମର ଆତ୍ମାର ସଦଗତି କାମନା କରିଛନ୍ତି ଡିଜିପି ଅଭୟ ।
DGP office

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking