33.1 C
Bhubaneswar
Thursday, April 25, 2024
Homeଓଡିଶା୧୫ ପରେ ଲଘୁଚାପ, ଫେରିବ ବର୍ଷା

୧୫ ପରେ ଲଘୁଚାପ, ଫେରିବ ବର୍ଷା

ଭୁବନେଶ୍ୱର: ୧୫ ତାରିଖ ପରେ ବଙ୍ଗୋପସାଗରରେ ସୃଷ୍ଟି ହେବ ଘୂର୍ଣ୍ଣିଂ ବଳୟ । ଘୂର୍ଣ୍ଣି ବଳୟ ପ୍ରଭାବରେ ସୃଷ୍ଟି ହେବ ଲଘୁଚାପ କ୍ଷେତ୍ର ଏବଂ ବର୍ଷା ଫେରିବ । ଏନେଇ ଆଇଏମଡି ଡିଜି ମୃତ୍ୟୁଂଜୟ ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି । ଜୁନ ୧ରୁ ଆଜି ପର୍ଯ୍ୟନ୍ତ ରାଜ୍ୟର ୨୪ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି । କଟକ, ଜଗତସିଂହପୁର, କେନ୍ଦ୍ରାପଡା, କୋରାପୁଟରେ ବର୍ଷା ନିଅଣ୍ଟିଆ ନାହିଁ । ମାତ୍ର ଭଦ୍ରକ, ଯାଜପୁର, କେନ୍ଦୁଝର, ବଲାଙ୍ଗୀର, କଳାହାଣ୍ଡିରେ ନିଅଣ୍ଟିଆ ବର୍ଷା ହୋଇଛି । ତେବେ ଅଗଷ୍ଟ ମାସରେ ସମସ୍ତ ୩୦ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking