27.1 C
Bhubaneswar
Sunday, July 7, 2024
Homeଓଡିଶାଗାଡ଼ି ପାର୍କିଂକୁ କେନ୍ଦ୍ରକରି ୟୁନିଟ୍-୧ ମାର୍କେଟରେ ଉତ୍ତେଜନା

ଗାଡ଼ି ପାର୍କିଂକୁ କେନ୍ଦ୍ରକରି ୟୁନିଟ୍-୧ ମାର୍କେଟରେ ଉତ୍ତେଜନା

ଭୁବନେଶ୍ଵର: ୟୁନିଟ୍‌-୨ ମାର୍କେଟ ବିଲ୍ଡିଂ ପରେ ଏବେ ୧ ନମ୍ବର ହାଟରେ ମାର୍କେଟ ଆସୋସିଏଶନ୍‌ ଏବଂ ଭେଣ୍ଡିଂଜୋନ୍‌ ବ୍ୟବସାୟୀଙ୍କ ମଧ୍ୟରେ ବିବାଦ ଦେଖିବାକୁ ମିଳିଛି। ଫୁଟ୍‌ପାଥ୍‌ ଉପରେ ଦୋକାନ କରିଥିବା ବ୍ୟବସାୟୀମାନେ ଦୋକାନ ଆୟତ୍ତନର ଦୁଇଗୁଣ ବାହାରକୁ ଜବରଦଖଲ କରି ରଖୁଥିବାରୁ ଗ୍ରାହକମାନେ ଯାତାୟାତରେ ହଇରାଣ ହେଉଛନ୍ତି। ଏହାକୁ ନେଇ ଗୁରୁବାର ଉଭୟ ପକ୍ଷ ମଧ୍ୟରେ ପ୍ରଥମେ କଥା କଟାକଟି ହୋଇଥିଲା ଏବଂ ପରେ ଘଟଣା ଥାନାକୁ ଯାଇଥିଲା। ତେବେ ସେଠାରେ କୌଣସି ସମାଧାନ ହୋଇପାରି ନ ଥିବାବେଳେ ଉକ୍ତ ଘଟଣା ପ୍ରତିବାଦରେ ଆସୋସିଏଶନ୍‌ ପକ୍ଷରୁ ୧ନମ୍ବର ମାର୍କେଟକୁ ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ବନ୍ଦ ରଖାଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking