ଭୁବନେଶ୍ଵର : AI ଶିକ୍ଷାକୁ ମିଳିବ ଉଡାଣ। କଲେଜରେ ଆରମ୍ଭ ହେବ AI ଶିକ୍ଷା। ଉଚ୍ଚ ଶିକ୍ଷାନୁଷ୍ଠାନରେ ଆରମ୍ଭ ହେବ ‘AI for ALL’ ପାଠ୍ୟକ୍ରମ। ରମାଦେବୀ ବିଶ୍ୱବିଦ୍ୟାଳୟରେ AI & ROBOTICS CENTER of EXCELLENCE ଖୋଲାଯାଇଛି। Odisha State Open University, ସମ୍ବଲପୁରରେ କଳା ସ୍ନାତକୋତର ଦ୍ଵିତୀୟ ସେମିଷ୍ଟାରରେ AI ପାଠ୍ୟକ୍ରମ ପଢା ଯାଉଛି। ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ବିଧାନସଭାରେ ଏନେଇ ଲିଖିତ ଉତ୍ତର ରଖିଛନ୍ତି। ସେହିପରି ବିଶ୍ଵବିଦ୍ୟାଳୟରେ ଆସିଷ୍ଟାଣ୍ଟ ପ୍ରଫେସର ମରୁଡ଼ି … Continue reading କଲେଜରେ ଆରମ୍ଭ ହେବ ଏଆଇ ଶିକ୍ଷା
Copy and paste this URL into your WordPress site to embed
Copy and paste this code into your site to embed