28.3 C
Bhubaneswar
Saturday, June 20, 2026
Homeଓଡିଶାଦ୍ୱାଦଶ ପରୀକ୍ଷା ପ୍ରସ୍ତୁତିରେ ସାହାଯ୍ୟ କରିବ ଏଆଇ

ଦ୍ୱାଦଶ ପରୀକ୍ଷା ପ୍ରସ୍ତୁତିରେ ସାହାଯ୍ୟ କରିବ ଏଆଇ

ଭୁବନେଶ୍ୱର: ଦ୍ୱାଦଶ ପରୀକ୍ଷା ପ୍ରସ୍ତୁତି ପାଇଁ ବ୍ୟବହାର ହେବ ଏଆଇ ଟେକ୍ନୋଲୋଜି । ଘରେ ବସି ଏଆଇ ମାଧ୍ୟମରେ ବିଭିନ୍ନ ପ୍ରଶ୍ନର ଉତ୍ତର ଦେଇ ନିଜ ଦକ୍ଷତା ଜାଣିହେବ । ବିଭିନ୍ନ ମଡ୍ୟୁଲର ପ୍ରଶ୍ନ ରଖିବ ଏଆଇ । , ଉତ୍ତର ଦେବେ ପରୀକ୍ଷାର୍ଥୀ । ଏଭଳି ପରୀକ୍ଷା ପ୍ରସ୍ତୁତି ପୋର୍ଟାଲ ଲଞ୍ଚ କଲା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ । ଅଧ୍ୟାୟ ଆଧାରିତ ଅଭ୍ୟାସ ମଡ୍ୟୁଲ, ମକ ପରୀକ୍ଷା ପ୍ରସ୍ତୁତି କରିପାରିବେ । ଜେଇଇ, ନିଟ, କ୍ଲାଟ ଭଳି ପରୀକ୍ଷା ପ୍ରସ୍ତୁତି ମଧ୍ୟ କରିପାରିବେ ।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking