29.1 C
Bhubaneswar
Thursday, April 25, 2024
Homeଓଡିଶାକାଲିଠୁ ଏମସ ଓପିଡି ବନ୍ଦ

କାଲିଠୁ ଏମସ ଓପିଡି ବନ୍ଦ

ଭୁବନେଶ୍ୱର: ଆସନ୍ତା କାଲିଠାରୁ ଭୁବନେଶ୍ୱର ଏମସ ଓପିଡି ବନ୍ଦ ରହିବ । ଭୁବନେଶ୍ୱର ଏମସ ନିର୍ଦ୍ଦେଶିକା ବି.ଗୀତାଜଂଳୀ ଏନେଇ ସୂଚନା ପ୍ରଦାନ କରିଛନ୍ତି । କର୍ମଚାରୀଙ୍କ ଅଭାବ ଦେଖାଦେବା ଯୋଗୁଁ ଓପିଡି ବନ୍ଦ ରହିବ । କିଛି କର୍ମଚାରୀ କରୋନା ପଜେଟିଭ ଆସିଥିବାରୁ ଅଭାବ ଦେଖାଦେଇଛି । ଆଉ କିଛି କଣ୍ଟେନମେଣ୍ଟ ଜୋନର ହୋଇଥିବାରୁ ବାରଣ କରାଯାଇଛି । ଓପିଡି ବନ୍ଦ ରହୁଥିଲେ ବି ରୋଗୀଙ୍କୁ ଟେଲି ମେଡିସିନ ସୁବିଧା ମିଳିବ । ଏହାସହ ଏକ ସ୍ୱତନ୍ତ୍ର ଆପ୍ ଜରିଆରେ ମଧ୍ୟ ପରାମର୍ଶ ମିଳିପାରିବ । ଏମସ ଭୁବନେଶ୍ୱର ସ୍ୱାସ୍ଥ୍ୟ ଆପ୍ ଜରିଆରେ ଚିକିତ୍ସା ପରାମର୍ଶ ମିଳିବ ବୋଲି ସେ କହିଛନ୍ତି ।
ଆଜି ରାଜ୍ୟରୁ  ୨୨ ଜିଲ୍ଲାରୁ ୫୭୭ ଜଣ ଚିହ୍ନଟ ହୋଇଛନ୍ତି ।ସର୍ବାଧିକ ୫୭୭ଟି କରୋନା ପଜିଟିଭ କେସ୍ ଚିହ୍ନଟ ହୋଇଛି । ଆଜି ଚିହ୍ନଟ ହୋଇଥିବା ୫୭୭ ଟି କେସ୍ ମଧ୍ୟରୁ ୪୧୬ଟି କ୍ୱାରେଣ୍ଟାଇନ କେନ୍ଦ୍ରରୁ ଓ ଅନ୍ୟ ୧୬୧ ଜଣ ସ୍ଥାନୀୟ ମାମଲା ବୋଲି ଜଣାପଡ଼ିଛି । ଆଜି ଚିହ୍ନଟ ହୋଇଥିବା ପଜିଟିଭ ସଂଖ୍ୟାକୁ ମିଶାଇ ରାଜ୍ୟରେ ମୋଟ ୧୧୨୦୧ଟି କେସ୍ ଚିହ୍ନଟ ହୋଇଛି ।

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking