33.1 C
Bhubaneswar
Monday, April 27, 2026
Homeଓଡିଶାଏୟାରଲିଫ୍ଟ ହେବେ ଉତ୍ତମ ମହାନ୍ତି

ଏୟାରଲିଫ୍ଟ ହେବେ ଉତ୍ତମ ମହାନ୍ତି

ଭୁବନେଶ୍ବର: ଓଲିଉଡର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତିଙ୍କ ସ୍ବାସ୍ଥ୍ୟାବସ୍ଥା ଅତି ଗୁରୁତର ଥିବା ସୂଚନା ମିଳିଛି। ତାଙ୍କୁ ଏୟାର ଆମ୍ବୁଲାନ୍ସରେ ସ୍ଥାନାନ୍ତରିତ କରାଯିବ। ଉତ୍ତମ ମହାନ୍ତିଙ୍କ ପୁଅ ବାବୁସାନ ମହାନ୍ତି ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି, ଉନ୍ନତ ଚିକିତ୍ସା ପାଇଁ ରାଜ୍ୟ ବାହାରକୁ ନିଆଯିବ। ସମ୍ଭବତଃ ଉତ୍ତମ ମହାନ୍ତିଙ୍କୁ ଦିଲ୍ଲୀ ନିଆଯାଇପାରେ। ବର୍ତ୍ତମାନ ସେ ଭୁବନେଶ୍ୱର ସ୍ଥିତ ଏକ ଘରୋଇ ହସ୍ୱିଟାଲରେ ଭର୍ତ୍ତି ହୋଇଛନ୍ତି। ଆଇସିୟୁରେ ଚିକିତ୍ସା ଚାଲିଥିବା ବେଳେ ସେ ଭେଣ୍ଟିଲେଟରରେ ଥିବା ସୂଚନା ରହିଛି। ତେବେ ଏହି ଖବର ଶୁଣି ଅନେକ ଚଳଚ୍ଚିତ୍ର ଦର୍ଶକ ଓ ପ୍ରଶଂସକଙ୍କୁ ବଡ଼ ଝଟକା ଲାଗିଛି।

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking