ଏୟାର ଲିଫ୍ଟ ହେବେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ

ଭୁବନେଶ୍ୱର:ଗୁଳିମାଡ଼ର ଶିକାର ହୋଇଥିବା ସ୍ବାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସଙ୍କ ଅବସ୍ଥା ସଂକଟାପନ୍ନ ଥିବା କୁହାଯାଉଛି। ତାଙ୍କୁ ଝାରସୁଗୁଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏବେ ତାଙ୍କୁ ଏୟାରଲିଫ୍ଟିଂ ଲାଗି ପ୍ରକ୍ରିୟା ଆରମ୍ଭ ହୋଇଚି। ବ୍ରଜରାଜନଗରରେ ଗୁଳିମାଡ଼ ହୋଇଥିବାର ଖବର ମିଳିଛି। ଗୁଳିଟି ତାଙ୍କ ଛାତିର ବାମ ପାଖରେ ବାଜିଛି। ସେ ଏକ କାର୍ଯ୍ୟକ୍ରମରେ ଯୋଗ ଦେବାକୁ ଆସିବାକୁ ବ୍ରଜରାଜନଗର ଆସିଥିଲେ। ସେ ଏକ ବିରାଟ ଶୋଭାଯାତ୍ରାରେ ଆସୁଥିବା ବେଳେ ଜଣେ ପୁଲିସ କର୍ମୀ ଗୁଳିମାଡ଼ କରୁଥିବା … Continue reading ଏୟାର ଲିଫ୍ଟ ହେବେ ସ୍ୱାସ୍ଥ୍ୟମନ୍ତ୍ରୀ ନବ କିଶୋର ଦାସ