33.1 C
Bhubaneswar
Thursday, June 5, 2025
Homeଓଡିଶାଆଜିି ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ଦର୍ଶନ ବନ୍ଦ

ଆଜିି ଶ୍ରୀଜିଉଙ୍କ ବନକଲାଗି ନୀତି, ୩ ଘଣ୍ଟା ଦର୍ଶନ ବନ୍ଦ

ପୁରୀ : ଆଜି ମାଘ ଶୁକ୍ଳ ଦ୍ୱାଦଶୀ । ଏହି ଅବସରରେ ପୁରୀ ଶ୍ରୀମନ୍ଦିରରେ ଅନୁଷ୍ଠିତ ହେବ ଶ୍ରୀଜିଉଙ୍କ ବନକଲାଗି ନୀତି। ଶ୍ରୀମୁଖ ଶୃଙ୍ଗାର କରିବେ ଦତ୍ତ ମହାପାତ୍ର ସେବାୟତ। ଶ୍ରୀଜିଉଙ୍କ ବନକଲାଗି ପାଇଁ ଶ୍ରୀମନ୍ଦିରରେ ୩ ଘଣ୍ଟା ଧରି ବନ୍ଦ ରହିବ ସର୍ବସାଧାରଣ ଦର୍ଶନ। ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଦତ୍ତମହାପାତ୍ର ସେବକମାନେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଆଦି ପାରମ୍ପରିକ ରଙ୍ଗ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଯୋଗାଇ ଦିଆଯାଇଛି।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking