ବେଶି ପାଠ ପଢି ହୋଇତ ପାରିବ*
ଜ୍ଞାନୀରେ ଯେ ଗଣା ଦିନେ,
ବୁଝିବନି ଯଦି ବିଦ୍ୟାର ମହତ୍ଵ
କି କରିବେ ସୁଧି ଜନେ।
ଏ ସଂସାରରେ ନିରାଟ ସତ୍ୟ*
ନାରୀ ନିଜ ପାଇଁ ବଞ୍ଚେ ନାହିଁ
ଆଉ ପୁରୁଷ ନିଜ ପାଇଁ ଖଟେ ନାହିଁ ।
କେବଳ ବାପା ମାଆ ହିଁ ଆମର ଅଳି ଉଠାନ୍ତି*
ନହେଲେ ଆଉ ସବୁତ କେବଳ ଆମର ଫାଇଦା ଉଠାଇଥାନ୍ତି ।
ନାରୀ ଘରକୁ ସ୍ୱର୍ଗରେ ପରିଣତ କରିପାରେ ପୁଣି ନର୍କ ବି ବନାଇ ଦେଇପାରେ ।
ପ୍ରାଣୀର ଭଲ ମନ୍ଦ ବାଣୀ
ମରଣ କାଳେ ତାହା ଜାଣି ।
ଯାହାକୁ ଭଲପାଆନ୍ତି ତାକୁ ଜାଣିବାକୁ ଦିଅନ୍ତୁନି ଯେ ଆପଣ ବହୁତ ବେଶି ଭଲପାଆନ୍ତି ବୋଲି….
ଯଦି ସେ ଜାଣି ପାରେ ଆପଣ ତାକୁ ବହୁତ ଭଲପାଆନ୍ତି … ତେବେ ସେ ଆପଣଙ୍କୁ କଷ୍ଟ ଦେବା ଆରମ୍ୱ କରିବ । କାରଣ ମଣିଷ ବେଶୀ କିଛି ପାଇଲେ ତା’ର ମର୍ଯ୍ୟାଦା ଦେଇ ଜାଣେନା….
ଓଁ ଶ୍ରୀଶ୍ରୀ ଜଗନ୍ନାଥ ଶରଣଂ
ଅଦ୍ୟ ଅଗଷ୍ଟ ମାସ ୨୨ ତାରିଖ ୨୦୨୪ ମସିହା(ଗୁରୁବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୧
ସମ୍ବତ୍ସର-କାଳ
ଭାଦ୍ରବମାସ- କୃଷ୍ଣପକ୍ଷ
ତିଥି- ତୃତୀୟା ଡିବା ଘ୦୨/୦୨ ଗତେ ଚତୁର୍ଥୀ
ନକ୍ଷତ୍ର- ଉତ୍ତରଭାଦ୍ର ରାତ୍ରି ଘ ୧୦/୫୫ ଗତେ ରେବତୀ
ଚନ୍ଦ୍ର-ମୀନ
ଯୋଗ- ଧୃତି
କରଣ – ବିଷ୍ଟି
ସୌରମାସ- ସିଂହ ୦୭ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୩୩/୦୫
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୭/୦୨
*✧═════•❁❀
ଯୋଗିନୀ ଅଗ୍ନିକୋଣ ଦିବା ଘ୦୨/୦୨ ଗତେ ନୈରୁତେ
ତୃତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ ଓ ଚତୁର୍ଥୀ ର ପାର୍ବଣ ଶ୍ରାଦ୍ଧ
ତୁଳା ଓ କୁମ୍ଭ ରାଶି ର ଘାତବାର
ଧନୁ ରାଶିର ଘାତଚନ୍ଦ୍ର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୦୨/୫୫ ଗତେ ଘ୦୬/୦୪ ମଧ୍ୟେ
ଅଦ୍ୟ ମୃତେ ପୁଷ୍କର ଦୋଷ ନାସ୍ତି
══•❁❀❁•═
ବିଶୁଦ୍ଧ ଅମୃତ ବେଳା-ରାତ୍ରି ଘ୧୧/୧୨ ଗତେ ଘ୦୨/୪୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୦୮ମଧ୍ୟେ ଓ ଘ୧୦/୨୧ ଗତେ ଘ୧୨/୪୫ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ପୋଟଳ ଦିବା ଘ୦୨/୦୨ ଗତେ ମୂଳା ଭକ୍ଷଣ ନିଷେଧ
✧═════•❁❀❁•═════✧
ଆଜିର ରାଶିଫଳ
✧═════•❁❀❁•═════✧
ମେଷ
: ବହୁଦିନଧରି ଆଶା ରଖିଥିବା ଯାତ୍ରାଟି ସଫଳ ହେବାକୁ ଯାଉଛି । ଏହା ଆପଣଙ୍କ କାର୍ଯ୍ୟ ସମ୍ପର୍କିତ ହୋଇପାରେ । ଏହି ଯାତ୍ରା ଆପଣଙ୍କ ସଫଳତା ଓ ପୁରଷ୍କାର ଆଣିପାରେ । ଭ୍ରମଣ ସମୟରେ ନିଜର ମୁଲ୍ୟବାନ ଜିନିଷ ଗୁଡିକଖୁ ଜତ୍ନରେ ରଖିବା ଉଚିତ ହେବ ।
✧═════•❁❀❁•═════✧
ବୃଷ
: ଆଜି ଆପଣ କିଛି ସମୟଧରି ଚାଲୁଥିବା ଝଗଡାର ସମସ୍ୟାକୁ ସମାଧାନ କରି ଶାନ୍ତିର ନିଶ୍ୱାସ ନେବେ । ଆପଣ ଘରେ ରହିକରି ଘର ଲୋକଙ୍କ ସହିତ କଥାବାର୍ତ୍ତା କରନ୍ତୁ ଏବଂ ଖୁବ ମଜା କରନ୍ତୁ ।ଏହି ଛୋଟ ଦୁଇଟି କଥା ଆପଣଙ୍କ ସମ୍ପର୍କକୁ ଆହୁରୀ ଦୃଢ କରିବ ।*
✧═════•❁❀❁•═════✧
ମିଥୁନ
: ଆଜି ଆପଣ କୌଣସି ପ୍ରକାର ମନୋରଞ୍ଜନ କରିବାକୁ ଇଛାକରିବେ , କିନ୍ତୁ କାର୍ଯ୍ୟଭାର ଆପଣଙ୍କର ରାସ୍ତାରେ ବାଧା ହୋଇପାରେ । ଆପଣ ଏ ଦୁଇଟି ମଧ୍ୟରେ ସନ୍ତୁଳନ ରକ୍ଷା କରିବାକୁ ଆଜି ସଫଳ ହେବେ।*
✧═════•❁❀❁•═════✧
କର୍କଟ
: ଆଜି ଆପଣ କୌଣସି ଉତ୍ସବ ପାଇଁ ପ୍ରସ୍ତୁତ ହୋଇଯାଆନ୍ତୁ । ବନ୍ଧୁ ଏବଂ ସମ୍ପର୍କୀୟ ମାନେ ମିଶି ବହୁତ ମଜା କରିବେ ,ଯାହା ଆପଣଙ୍କ ସ୍ମୃତିରେ ସବୁଦିନ ପାଇଁ ଅଭୂଲା ହୋଇଯିବ ।ଆଜିର ଦିନଟି ପରସ୍ପର ସହିତ ବହୁତ ଖୁସି କରିବାର ଦିନ ।*
✧═════•❁❀❁•═════✧
ସିଂହ
ଆଜି ବୋଧହୁଏ ଆପଣଙ୍କୁ କୌଣସି ମିତ୍ର କିମ୍ବା ସହଯୋଗୀଙ୍କର ସାହାଯ୍ୟ ମିଳିବ ନାହିଁ । ଏଥିପାଇଁ ଆପଣ ନିରାଶ ହୋଇପଡ଼ିପାରେ।ପୂର୍ବରୁ ସଂଚିତ ଧନନାଷ ଓ ଅଯଥା ବିବାଦ ହେବାକାରଣରୁ ମନଭଲରହିବ ନାହିଁ।*
✧═════•❁❀❁•═════✧
କନ୍ୟା:
ଆଜି ଆପଣଙ୍କ ମଜ୍ଜା ଓ ଆରାମର ଦିନ । ସାମାଜିକ ରୀତିନୀତି ଆଜି ଆପଣଙ୍କ ପାଇଁ ବହୁତ ଆନନ୍ଦ ନେଇକି ଆସିବ । ଆପଣଙ୍କ ଜୀବନରେ ବର୍ତ୍ତମାନ ସମୟରେ ଯେଉଁ ପରିବର୍ତ୍ତନ ସବୁ ଆସିଛି, ସେଥିରୁ ମଧ୍ୟ ଆପଣଙ୍କୁ ବହୁତ ଖୁସି ମିଳିବ ।*
✧═════•❁❀❁•═════✧
ତୁଳା
: ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।*
✧═════•❁❀❁•═════✧
ବିଛା
ବ୍ୟସ୍ତ ହୋଇ କୌଣସି ମହତ୍ତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଅନ୍ତୁ ନାହିଁ । ଏହି ସମୟଟା ବୋଧହୁଏ ଆପଣ ଚ଼ିନ୍ତା ଗ୍ରସ୍ତହୋଇ କଟାଉଛନ୍ତି । ବ୍ୟସ୍ତ ହୁଅନ୍ତୁ ନାହିଁ ପରିସ୍ଥିତି ଏଭଳି ହେବ ଆପଣ ଆପେ ଆପେ ଏହି ଚ଼ିନ୍ତାରୁ ମୁକ୍ତ ହୋଇଯିବେ ।*
✧═════•❁❀❁•═════✧
ଧନୁ
: ଆଜି ଆପଣଙ୍କ ଘରେ କୌଣସି ବ୍ୟକ୍ତିଙ୍କ ସହ କଳହ ହୋଇପାରେ ।ଏଥି ପାଇଁ ଆପଣ ନିଜ କଥା ଓ କ୍ରୋଧକୁ ନିୟନ୍ତ୍ରଣରେ ରଖନ୍ତୁ ।ଯଦି ଆପଣ ଶାନ୍ତ ରହିବେ ତେବେ ଭବିଷ୍ୟତର ବହୁ ଘରୋଇ ସମସ୍ୟାକୁ ସମାଧାନ କରିପାରିବେ ।*
✧═════•❁❀❁•═════✧
ମକର
: ନିଜର କୌଶଳ ଏବଂ ସାହସକୁ ପାଥେୟ କରି ଆପଣଙ୍କ ରାସ୍ତାରେ ଆସୁଥିବା ସବୁ ବାଧାବିଘ୍ନକୁ ଆପଣ ସମାଧାନ କରିବେ । ଆପଣଙ୍କର ଏହି ଆସାଧାରଣ ନକ୍ଷତା ଯୋଗୁଁ ବାଧାବିଘ୍ନ ସବୁ ଆପେ ଦୂରେଇଯିବ ।*
✧═════•❁❀❁•═════✧
କୁମ୍ଭ :
ସାମାନ୍ୟ ବିବ୍ରତ ରହିବେ । ଦାଇତ୍ତ୍ୱର ସହ ଅନ୍ୟାନ୍ୟ କାର୍ଯ୍ୟକରିବାରେ ଅସୁବିଧା ହୋଇପାରେ । ବଂଧୁ ମାନଙ୍କସହ ଫୋନ ମାଧ୍ୟମରେ ବାର୍ତ୍ତାଳାପ କିଛି ସମୟ କଟିପରେ । ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟକୁ ସ୍ଥଗିତ ରଖନ୍ତୁ ନାହିଁ ।*
✧═════•❁❀❁•═════✧
ମୀନ
: ଆଜି ହଠାତ୍ ଆପଣଙ୍କ ଘରକୁ ଅତିଥି ଆସିପାରନ୍ତି । ସେମାନଙ୍କୁ ସ୍ୱାଗତ ପାଇଁ ଆପଣ ପ୍ରସ୍ତୁତ ହୋଇ ରୁହନ୍ତୁ । ଆଜି ଆପଣ ଯେତେ ବ୍ୟସ୍ତ ରହିଲେ ମଧ୍ୟ ସାମାଜିକ ଉତ୍ସବରେ ନିଶ୍ଚୟ ଭାଗ ନିଅନ୍ତୁ ,କାରଣ ଏମିତି ସୁଯୋଗ ବାରମ୍ବାର ଆସେ ନାହିଁ ।










