24.1 C
Bhubaneswar
Friday, February 13, 2026
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ବଞ୍ଚିବାର ଇଛା ଅଛି ତ ସେଇ ଦୀପ ଠାରୁ ଶିଖ,*
ଯିଏ ରାଜ ମହଲରେ ଯେତିକି ଆଲୁଅ ଦିଏ,
ସେତିକି ଆଲୁଅ ଗରିବ ଘରେ ବି ଦିଏ ।

ବନ୍ଧୁତା କରିବା ପାଇଁ କୌଣସି ଯୋଗ୍ୟ ବ୍ୟକ୍ତି*
ନ ପାଇଲେ ” ଏକା ରହିଯାଅନ୍ତୁ ”
” ପରନ୍ତୁ ”
କୌଣସି ଅଯୋଗ୍ୟ ସହିତ କେବେ
ବନ୍ଧୁତା କରନ୍ତୁ ନାହିଁ ।

ମଣିଷ ଯେତେବି ଗର୍ବୀ ହେଇଥାଉନା କାହିଁକି, ଶରୀରରୁ ପ୍ରାଣ ଗଲାବେଳେ ପ୍ରାଣକୁ ବି ଅଟକେଇ ପାରେନି ! ତାହେଲେ ଅଯଥା ଗର୍ବ କରି ଲାଭ କଣ ପାଇଁ ?*

ଯେଉଁ ଲୋକଟି ସମସ୍ତଙ୍କୁ ଭଲରେ ରହିବାକୁ ଉପଦେଶ ଦିଏ ସେହି ଲୋକଟି ବେଳେ ବେଳେ ନିଜକୁ ଭଲରେ ରଖିବାକୁ ବାଟ ଖୋଜି ପାଏନା ।*

ଜୀବନରେ ଜଗିରଖି Batting କରିବାକୁ ହୁଏ, ନହେଲେ ନିଜର ପ୍ରିୟ ପାଖ ଲୋକଟି ହିଁ ସବୁବେଳେ Stumping କରେ ।
ଦୁଃଖ ଓ କଷ୍ଟ ସେଇ ମାନଙ୍କୁ ଦିଅନ୍ତି,ଯିଏ ହୃଦୟରୁ ନିର୍ମଳ ହୋଇଥାଏ,ତାର ଭଗବାନ ପ୍ରତିଟି ମୁହୂର୍ତ୍ତରେ ପରୀକ୍ଷା ନେଇଥାନ୍ତି ଆଉ ତାର ଆଗକୁ ଯେତେ ଦୁଃଖ କଷ୍ଟ ଆସିଲେ ବି ସେ ନିଜେ ନିଜକୁ ସମ୍ଭାଳି ଆଗକୁ ବଢ଼େ।*
ଯିଏ ଜ୍ଞାନୀ ହୋଇଥାଏ ବୁଝେଇ ହେବ ଯିଏ ଅଜ୍ଞାନୀ ହୋଇଥାଏ ତାକୁବି ବୁଝେଇ ହେବ, କିନ୍ତୁ ଯିଏ ଅଭିମାନି ତାକୁ ବୁଝେଇବା ସମ୍ଭବ ନୁହେଁ। କେବଳ ସମୟ ହିଁ ତାକୁ ବୁଝେଇ ଦେଇଥାଏ।*
“ମିଛ ମାୟା ଏ ସଂସାର ”*
ଏଠି କେହି ନୁହନ୍ତି କାହାର….
ସମ୍ପର୍କ ଅଛି ହଜାର….
ବିପଦ ସମୟରେ କେହି ଆସିବେନି,
ଖୋଜନ୍ତି ବାହାନା ହଜାର…..
ତେବେ କି ମୂଲ୍ୟ ଏ ମିଛ ସମ୍ପର୍କର,
ଖାଲି ବୁଲିକି କହୁଚ “ତମେ ମୋର ଓ ମୁଁ ତୁମର”….।

ଅଦ୍ୟ ଅକ୍ଟୋବର ମାସ ୦୨ ତାରିଖ ୨୦୨୪ ମସିହା(ବୁଧବାର)
ଶକାବ୍ଦ -୧୯୪୬
*ସମ୍ବତ -୨୦୮୧*5
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଆଶ୍ୱିନମାସ- କୃଷ୍ଣପକ୍ଷ
ତିଥି- ଅମାବାସ୍ୟା ରାତ୍ରି ଘ୧୨/୦୬ ଗତେ ପ୍ରତିପଦ
*ନକ୍ଷତ୍ର- ଉତ୍ତରା ଫା ଦିବା ଘ୦୧/୦୦ ଗତେ ହସ୍ତା*5
ଚନ୍ଦ୍ର – କନ୍ୟା
ଯୋଗ- ବ୍ରହ୍ମ
କରଣ – ଚତୁଷ୍ପଦ
ସୌରମାସ- କନ୍ୟା ୧୭ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୪୨/୦୯
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୩୧/୫୬
*✧═════•❁❀
ଯୋଗିନୀ ଐଶାନ୍ୟେ ରାତ୍ରି ଘ୧୨/୦୬ ଗତେ ପୂର୍ବେ
ଅମାବାସ୍ୟା ର ସାମ୍ବତ୍ସରିକ ଶ୍ରାଦ୍ଧ ମହାଳୟା ବିଧିରେ ହେବ
ବୃଷ ରାଶିର ଘାତ ଚନ୍ଦ୍ର
କର୍କଟ ରାଶି ର ଘାତବାର
✧═════•❁❀❁•═══
କାଳବେଳା -ଦିବା ଘ୦୮/୧୧ ଗତେ ଘ୧୦/୧୧ ମଧ୍ୟେ
ବାରବେଳା – ଦିବା ଘ୧୧/୪୦ ଗତେ ଘ୦୧/୦୯ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ଘ୦୬/୩୧ ମଧ୍ୟେ ଓ ଘ୦୭/୧୯ ଗତେ ଘ୦୮/୦୯ ମଧ୍ୟେ ଓ ଘ୧୦/୩୧ଗତେ ଘ୧୧/୪୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୩୨ଗତେ ଘ୦୭/୧୮ ମଧ୍ୟେ ଓ ଘ୦୧/୪୩ଗତେ ଘ୦୪/୦୮ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଆମିଷ ଭକ୍ଷଣ ନିଷେଧ

*✧═════•❁❀❁•═════
ଆଜିର ରାଶିଫଳ
*✧═════•❁❀❁•═════
ମେଷ*
: ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
*✧═════•❁❀❁•═════
ବୁଷ:
ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*
*✧═════•❁❀❁•═════
ମିଥୁନ:
* ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
*✧═════•❁❀❁•═════
କର୍କଟ:
ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।*
*✧═════•❁❀❁•═════
ସି˚ହ:
ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।*
*✧═════•❁❀❁•═════କକନ୍ୟା:
ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।*
*✧═════•❁❀❁•═════
ତୁଳା:ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════
ବିଛା:
କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।*
✧═════•❁❀❁•═════
ଧନୁ:
ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।*
✧═════•❁❀❁•═════✧
ମକର:
ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════
କୁମ୍ଭ:
ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।*
✧═════•❁❀❁•═════
ମୀନ:
ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking