କାହା ମୁହଁରେ ଉଚିତ୍ କଥା କହିଲେ ଆପଣ ଖରାପ
କାରଣ
ପ୍ରତିବାଦୀମାନେ ସବୁବେଳେ ଅପରାଧୀ
ସେ ଘରେ ହେଉ କି ବାହାରେ
ଝିଅ ମାନଙ୍କର ରୂପ ଆଉ ପୁଅ ମାନଙ୍କର ପକେଟ୍ ଭର୍ତ୍ତି ଟଙ୍କା ନ ଥିଲେ ସମାଜ ତାଙ୍କୁ ଭଲ ନଜରରେ ଦେଖେ ନାହିଁ !
ଅଲଗା ହେବା ପାଇଁ ତ ବାହାନା ଦରକାର । ସମ୍ପର୍କ ନିଭେଇ ପାରିଲେ ମୃତ୍ୟୁ ବି ଅଲଗା କରି ପାରେନାହିଁ ।
“ପ୍ରେମ” ଆଉ “ବନ୍ଧୁତା” ଏହି ଦୁଇଟି ଖୁବ୍ ଦାମୀ
ଯାହାର ମର୍ଯ୍ଯାଦା ସମସ୍ତେ ଦେଇପାରନ୍ତି ନାହିଁ !
ପ୍ରତ୍ୟେକ ରାତିରେ ଯେତେବେଳେ ଆମେ ଶୋଇବା ପାଇଁ ଯାଉଛୁ ସେତେବେଳେ ଆମେ Guarantee ଦେଇପାରିବା ନାହିଁ ଯେ ଆସନ୍ତା କାଲିର ସକାଳ ପର୍ଯ୍ୟନ୍ତ ଆମେ ବଞ୍ଚି ରହିବା ।ତଥାପି ଆମେ ଘଡିରେ Alarm ଦେଇ ଶୋଉଛୁ
ଏହା ହିଁ ବିଶ୍ବାସ ।
ଯାହା ଆମର ନୁହେଁ ତାହା କଦାପି ଆମକୁ ମିଳିବ ନାହିଁ ଯାହା ଆମକୁ ପାଇବାର ଅଛି କେହି ଆମ ଠୁଁ ଦୂରେଇ ପାରିବେ ନାହିଁ।
ବିଶ୍ବାସ କରୁଥିବା ଲୋକକୁ ଧୋକା,ଭଲ ପାଉଥିବା ଲୋକକୁ ଘୃଣା,ସାହାଯ୍ୟ କରିଥିବା ଲୋକକୁ ଭୁଲିଯିବା ଜଣେ ଅମଣିଷ ହି କରିପାରେ। .
ପଥର ଗୋଟେ ଥର ମନ୍ଦିର ଗଲା ଆଉ ସେ ଭଗବାନ ହୋଇଗଲା….
କିନ୍ତୁ ମଣିଷ ପ୍ରତିଦିନ ମନ୍ଦିର ଯାଇ ମଧ୍ଯ ମଣିଷ ହୋଇପାରିଲାନି….
ଅଦ୍ୟ ଅକ୍ଟୋବର ମାସ ୨୭ ତାରିଖ ୨୦୨୪ ମସିହା(ରବିବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
କାର୍ତ୍ତିକମାସ- କୃଷ୍ଣପକ୍ଷ
ତିଥି- ଏକାଦଶୀ
ନକ୍ଷତ୍ର- ମଘା ଦିବା ଘ୦୧/୨୭ ଗତେ ପୂର୍ବା ଫା
ଚନ୍ଦ୍ର – ସିଂହ
ଯୋଗ- ଶୁକ୍ଲ
କରଣ – ବବ
ସୌରମାସ- ତୁଳା ୧୧ ଦିନ
*✧═════•❁❀❁•════
✧*
ସୁର୍ୟୋଦୟ-ପ୍ରାତଃ ଘ୦୫/୫୦/୩୭
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୧୨/୫୬
*✧═════•❁❀
ଯୋଗିନୀ ଅଗ୍ନିକୋଣେ
ଏକାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ମେଷ ରାଶି ର ଘାତବାର
✧═════•❁❀❁•═══
କାଳବେଳା ଓ ବାରବେଳା – ଦିବା ଘ୧୦/୦୮ ଗତେ ଘ୦୧/୦୦ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ ୦୬/୪୦ଗତେ ଘ୦୯/୦୩ ମଧ୍ୟେ ଓ ଘ୦୧/୦୧ଗତେ ଘ୦୩/୨୫ମଧ୍ୟେ ଓ ରାତ୍ରି ଘ୦୭/୩୩ ଗତେ ଘ୦୯/୦୩ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୧୫ ଗତେ ଘ୦୫/୦୦ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଶିମ୍ବ ଶାଗ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
: ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════
ବୃଷ:
ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*
✧═════•❁❀❁•═════
ମିଥୁନ:
* ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
✧═════•❁❀❁•═════
କର୍କଟ:
ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।*
✧═════•❁❀❁•═════
ସି˚ହ:
ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।*
✧═════•❁❀❁•═════
କନ୍ୟା:
ଆଜି ଦିନଟି ଆପଣଙ୍କ ଲାଗି ଠିକ୍ଠାକ୍ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।*
✧═════•❁❀❁•═════*ତୁଳା:
ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════
ବିଛା:
କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।*
✧═════•❁❀❁•═════
ଧନୁ:
ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।*
✧═════•❁❀❁•═════*ମକର:
ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════
କୁମ୍ଭ
ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।*
✧═════•❁❀❁•═════ମୀନ:
ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ