ନାରୀ ମାନଙ୍କ ବିଷୟରେ ବାଜ୍ଯ କଥା କହିବା ପୂର୍ବରୁ ଥରକ ପାଇଁ ଚିନ୍ତା କର —
ତୁମେ ତ ଗୋଟିଏ ନାରୀ ଗର୍ଭରୁ ହିଁ ଜନ୍ମ ନେଇଛ ।
ସବୁବେଳେ ମନେ ରଖିବା ଉଚିତ୍ ଯେ ବିଶ୍ବାସରେ ଅନ୍ୟକୁ ଜିଣିହେବ, କିନ୍ତୁ ସନ୍ଦେହରେ କୌଣସି କାମର ଆରମ୍ଭ କରିହୁଏ ନାହିଁ ।
ଅନ୍ୟକୁ ଠକି ଅର୍ଜନ କରୁଥିବା ଧନ ମଣିଷକୁ ପ୍ରଥମେ ପ୍ରଥମେ ବହୁତ ସୁଖ ଦେଇଥାଏ କିନ୍ତୁ ପରେ ମଣିଷକୁ ଏପରି ଏକ ଦୁଃଖର ସାଗରରେ ବୁଡାଇଦିଏ, ଯେଉଁଠି ମରିବା ପର୍ଯ୍ୟନ୍ତ ସୁଖର କୂଳ ଦେଖା ଯାଇନଥାଏ ।*
ରାସ୍ତା କେବେ ମଧ୍ୟ ଶେଷ ହୁଏ ନାହିଁ, ଲୋକମାନେ କେବଳ ସାହସ ହରାଇ ଦିଅନ୍ତି ।*
ଯେତେ ବଡ ସ୍ବପ୍ନ ହେବ ସେତେ ବଡ କଷ୍ଟ ବି ହେବ, ଆଉ କଷ୍ଟ ଯେତେ ବଡ ହେବ Success ସେତେ ବଡ ପାଇବ ୧୦୦% ।
ଅଦ୍ୟ ମାର୍ଚ୍ଚ ମାସ ୧୦ ତାରିଖ ୨୦୨୫ ମସିହା (ସୋମବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୧
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଫାଲଗୁନ ମାସ- ଶୁକ୍ଳପକ୍ଷ
ତିଥି- ଏକାଦଶୀ ଦିବା ଘ୦୭/୫୫ ଗତେ ଦ୍ୱାଦଶୀ
ନକ୍ଷତ୍ର- ପୂଷ୍ୟା ରାତ୍ରି ଘ୦୧/୪୫ ଗତେ ଅଶ୍ଳେଷା
ଚନ୍ଦ୍ର – କର୍କଟ
ଯୋଗ- ଶୋଭନ
କରଣ – ବିଷ୍ଟି
ସୌରମାସ- କୁମ୍ଭ ୨୭ ଦିନ ✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୬/୦୪/୫୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୫/୫୨/୧୮
*✧═════•❁❀
ଯୋଗିନୀ ଅଗ୍ନିକୋଣେ ଦିବା ଘ୦୭/୫୫ ଗତେ ନୈରୁତେ
ମିଥୁନ ରାଶି ର ଘାତବାର
ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ଅଦ୍ୟ ମୃତେ ଦିବା ଘ୦୭/୫୫ ଗତେ ଏକପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା -ଦିବା ଘ୦୭/୨୯ ଗତେ ଘ୦୮/୫୯ ମଧ୍ୟେ
ବାରବେଳା – ଦିବା ଘ୦୨/୫୪ ଗତେ ଘ୦୪/୨୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୨୮ ମଧ୍ୟେ ଓ ଘ୧୦/୪୮ ଗତେ ଘ୦୧/୧୫ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୪/୨୭ ଗତେ ଘ୦୫/୧୩ ମଧ୍ୟେ
═✧*══•❁❀❁•═════✧
ଅଦ୍ୟ ଶିମ୍ବ ଦିବା ଘ ୦୭/୫୫ ଗତେ ପୋଇ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
: ଅନ୍ୟମାନଙ୍କ ଭରସା ଜିତିବାରେ ସଫଳ ହେବେ। ରାଜନୀତିରେ ଉଚ୍ଚପଦ ମିଳିପାରେ। ଶତ୍ରୁମାନେ ଆପଣଙ୍କୁ ପରାସ୍ତ କରିବାକୁ ଚେଷ୍ଟା କରିବେ; ହେଲେ କିଛି କରିପାରିବେ ନାହିଁ। ସ୍ବାସ୍ଥ୍ୟ ସମ୍ବନ୍ଧରେ ସତର୍କ ରହନ୍ତୁ।*
✧═════•❁❀❁•═════
ବୃଷ
: ଭାଗ୍ୟର ସହଯୋଗ ମିଳିବ। ଘର ଓ ଦୋକାନରେ ଲାଗି ରହିଥିବା ସମସ୍ୟାର ସମାଧାନ ହେବ। ଧନଲାଭର ନୂଆ ଅବସର ପ୍ରାପ୍ତ ହେବ। ବନ୍ଧୁଙ୍କ ସହିତ ସିନେମା ଦେଖିବାର ଯୋଜନା କରିପାରନ୍ତି।*
✧═════•❁❀❁•═════
ମିଥୁନ
: ଦିନଟି ଠିକ୍ଠାକ୍ ରହିବ। ସଫଳତା ଆପଣଙ୍କ ପାଦ ସ୍ପର୍ଶ କରିବ। ଆପଣଙ୍କ ସରଳତା ପାଇଁ ଆପଣଙ୍କର ପ୍ରିୟବନ୍ଧୁ ଖୁସି ରହିବେ। ବ୍ୟବସାୟରେ ନିଜ ଜିବିକା ଆରମ୍ଭ କରିବା ପାଇଁ ଦିନଟି ବହୁତ ଭଲ।*
✧═════•❁❀❁•═════
କର୍କଟ
: ଆଜି ଦିନଟି ଆପଣଙ୍କ ପାଇଁ ଅନୁକୂଳ। ବ୍ୟବସାୟ କ୍ଷେତ୍ରରେ ଆଗକୁ ବଢ଼ିବା ପାଇଁ ନୂଆ ପ୍ରସ୍ତାବ ମିଳିବ। ମହିଳାଙ୍କର ଅଫିସରେ ଉନ୍ନତି ହେବ। ପରିବାର ଲୋକଙ୍କ ସହିତ ତାଳମେଳ ବଜାୟ ରହିବ।*
✧═════•❁❀❁•═════
ସି˚ହ
: ବ୍ୟକ୍ତିତ୍ବର ବିକାଶ ପାଇଁ ଦିନଟି ବଢ଼ିଆ। କାର୍ଯ୍ୟ କ୍ଷେତ୍ରରେ ବଢ଼ିଆ ଢଙ୍ଗରେ କାମ କରିବେ। ବିଦେଶରେ ଜଡ଼ିତ ବ୍ୟବସାୟୀ ଆଜି ବଡ଼ ଡିଲ୍ କରିବେ। ପତିପତ୍ନୀଙ୍କ ମଧୢରେ ପ୍ରେମଭାବ ବୃଦ୍ଧି ହେବ।*
✧═════•❁❀❁•═════
କନ୍ୟା
: ବନ୍ଧୁ ଓ ପାଖଲୋକଙ୍କ ସହଯୋଗ ପାଇବେ। ଚାକିରି ଓ ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ। ବ୍ୟବସାୟୀଙ୍କୁ ଧନଲାଭ ହେବ। ଲେଖକଙ୍କୁ ପୁରସ୍କାର ମିଳିବ। ବୈବାହିକ ଜୀବନରେ ମଧୁରତା ଆସିବ।*
✧═════•❁❀❁•═════
ତୁଳା
: ପ୍ରଭୁଙ୍କ ସ୍ମରଣରେ ମନକୁ ଶାନ୍ତି ମିଳିବ। ଯେଉଁ କାମ ମନପ୍ରାଣ ଢାଳି କରିବେ ସଫଳତା ନିଶ୍ଚିତ ପାଇବେ। ଚାକିରିଆଙ୍କୁ ଅଧିକାରୀଙ୍କ ସହଯୋଗ ମିଳିବ। ବଜେଟକୁ ଧୢାନ ରଖି ଖର୍ଚ୍ଚ କରନ୍ତୁ।*
✧═════•❁❀❁•═════
ବିଛା
: ଆଧୢାତ୍ମିକ ଭାବନାରେ ସମୟ ବିତିବ। ଆପଣଙ୍କ ଇଚ୍ଛା ପୂରା କରିବାରେ ସଫଳ ହେବେ। ଚାକିରିଆଙ୍କୁ ଆଗକୁ ବଢ଼ିବା ଲାଗି ସୁବର୍ଣ୍ଣ ସୁଯୋଗ ମିଳିବ। ପରିବାର ଲାଗି ଦିନଟି ଅନୁକୂଳ ରହିବ।*
✧═════•❁❀❁•═════
ଧନୁ
: ପୂରାଦିନ ନୂଆ ଉତ୍ସାହଭରା ରହିବେ। ଯାହା ବି କରନ୍ତୁ; ବଡ଼ଙ୍କ ପରାମର୍ଶ ନିଅନ୍ତୁ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ସାମାଜିକ କାର୍ଯ୍ୟ କରିବାର ସୌଭାଗ୍ୟ ପ୍ରାପ୍ତ ହେବ। ବିଲଡରଙ୍କୁ ନୂଆ ସଉଦାରୁ ଲାଭ ହେବ।*
✧═════•❁❀❁•═════
ମକର
: ଦିନଟି ଆପଣଙ୍କ ପାଇଁ ଖୁବ୍ ଭଲ ରହିବ। ମହତ୍ତ୍ବପୂର୍ଣ୍ଣ କଥା ପାଇଁ ଆଗେଇ ଆସନ୍ତୁ ସହଜ ବାର୍ତ୍ତା ହେବ। ଘରେ ଏବଂ ଅଫିସରେ ଖୁସିର ବାତାବରଣ ରହିବ। ରାଜନୀତିରେ ମହତ୍ତ୍ବାକା˚କ୍ଷା ପୂରଣହେବ।*
✧═════•❁❀❁•═════
କୁମ୍ଭ
: ଆପଣଙ୍କ ଊର୍ଜ। ସହଯୋଗୀଙ୍କୁ ପ୍ରଭାବିତ କରିବ। ଶୁଭ ସମାଚାର ମିଳିବା ଯୋଗ ରହିଛି। କ୍ୟାରିୟର ମାମଲାରେ ଆପଣଙ୍କ ସହିତ କିଛି ଭଲ ହେବ। ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।*
✧═════•❁❀❁•═════
ମୀନ
:ପାରିବାରିକ କାମରେ ଆଜି ଅଧିକ ସମୟ କଟିବ। ଚାକିରିଆଙ୍କୁ ସହର ବାହାରକୁ ଯିବାକୁ ପଡ଼ିପାରେ।ଆଜି କିଛି ଅସୁବିଧା ନଥିଲେ ମଧ୍ୟ କର୍ମକ୍ଷେତ୍ରରେ କୌଣସି କାରଣକୁ ନେଇ ଟେନସନ୍ ଲାଗିବ।










