27.1 C
Bhubaneswar
Friday, December 19, 2025
Homeଓଡିଶାଆଜିର ଅନୁଚିନ୍ତl

ଆଜିର ଅନୁଚିନ୍ତl

ଯେଉଁ କାନ୍ଧ କମ୍ ବୟସରୁ ଦାଇତ୍ୱ ବୋହିପାରେ ତା ଠାରୁ ଅଧିକ କେହି ବାସ୍ତବତାକୁ ଭଲ କରି ବୁଝିପାରୁ ନଥିବେ।
ସମ୍ପର୍କ ଯେପରି ୩ ଅକ୍ଷର ସେହିପରି ତାହାକୁ ଦୀର୍ଘଜୀବି କରନ୍ତି ମଧ୍ୟ ୩ ଟି ଶବ୍ଦ ଯେପରି

ବିଶ୍ବାସ, ଆଦର, ସମ୍ମାନ ।

ମଣିଷ ର କର୍ତବ୍ୟ, ଗୋଟିଏ ସହୃଦୟ ବ୍ୟକ୍ତିତ୍ୱର ଚିନ୍ତା ଧାରା , କିଛି ଭଲ କର୍ମ କଲେ ଆମକୁ ଯୁଗ ଯୁଗ ପାଇଁ ସମସ୍ତେ ମନେ ରଖନ୍ତି, !

ସତ୍ୟ ଏମିତି ଏକ ଅର୍ଜିତ ଧନ ଯାହା ବିନିମୟରେ ସଂସାର ପୂର୍ଣ୍ଣ୍ଯ ଶାଳାରୁ ସବୁ ସୁଖକୁ ଜୀବନ ସାରା କିଣି ହେବ ! ମାତ୍ର ମିଥ୍ୟା ଏପରି ଏକ ଋଣ ଯିଏ କ୍ଷଣିକ ସୁଖରେ ଭଣ୍ଡେଇ ଦେଇ ଜୀବନ ସାରା ଖାଲି ଦୁଃଖକୁ ହିଁ କିଣି ବାକୁ ପ୍ରବର୍ତ୍ତlଇବ !!

ଯେତେବେଳେ ଯାଏଁ ନିଜ ଆଖିରେ ନ ଦେଖିଛ କିମ୍ବା ନିଜ କାନରେ ନ ଶୁଣିଛ କୌଣସି କଥାକୁ Believe କରିବ ନାହିଁ, ଯଦି Believe କରିବ Relation ରେ ଫାଟ ସୃଷ୍ଟି ହେବ ।
ଧନ ଠାରୁ ସଂସ୍କାର ଅଧିକ ଗୁରୁତ୍ୱପୂର୍ଣ୍ଣ….
କାହିଁକିନା
ଯାହା ପାଖରୁ ସଂସ୍କାର ଚାଲି ଗଲା ତା ପାଖରୁ ଲକ୍ଷ୍ମୀ ବି ଚାଲି ଯିବେ….

ଅଦ୍ୟ ଅପ୍ରେଲ ମାସ ୦୯ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୬
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-କାଳ
ଚୈତ୍ର ମାସ- ଶୁକ୍ଳପକ୍ଷ
ତିଥି- ଦ୍ୱାଦଶୀ ରାତ୍ରି ଘ୧୦/୫୬ ଗତେ ତ୍ରୟୋଦଶୀ
ନକ୍ଷତ୍ର- ମଘା ଦିବା ଘ୧୦/୪୧ ଗତେ ପୂର୍ବା ଫା
ଚନ୍ଦ୍ର – ସିଂହ
ଯୋଗ- ଗଣ୍ଡ
କରଣ – ବବ
ସୌରମାସ- ମୀନ ୨୭ ଦିନ ✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୮/୫୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୦/୫୨
*✧═════•❁❀
ଯୋଗିନୀ ନୈରୁତେ ରାତ୍ରି ଘ୧୦/୫୬ ଗତେ ଦକ୍ଷିଣେ
କର୍କଟ ଓ ମକର ରାଶିର ଘାତ ବାର
କର୍କଟ ରାଶିର ଘାତବାର
ଦ୍ୱାଦଶୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
ଅଦ୍ୟ ମୃତେ ରାତ୍ରି ଘ୧୦/୫୬ ମଧ୍ୟେ ଗତେ ଏକପାଦ ପୁଷ୍କର ଦୋଷ
✧═════•❁❀❁•═══
କାଳବେଳା-ଦିବା ଘ୦୮/୪୧ ଗତେ ଘ୧୦/୧୫ ମଧ୍ୟେ
ବାରବେଳା- ଦିବା ଘ୧୧/୪୭ ଗତେ ଘ୦୧/୨୦ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା-ଦିବା ଘ୦୭/୧୨ ମଧ୍ୟେ ଓ ରାତ୍ରି ଘ୦୬/୨୫ ଗତେ ଘ୦୯/୧୪ ମଧ୍ୟେ ଓ ଘ୦୧/୫୩ ଗତେ ଘ୦୩/୩୦ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୩/୫୯ ଗତେ ଘ୦୫/୩୬ ମଧ୍ୟେ ଓ ରାତ୍ରି ଘ୦୯/୧୫ ଗତେ ଘ୧୦/୫୦ ମଧ୍ୟେ ═✧*══•❁❀❁•═════✧
ଅଦ୍ୟ ପୋଇ ଭକ୍ଷଣ ନିଷେଧ
═✧══•❁❀❁•═════✧

ଆଜିର ରାଶିଫଳ
✧═════•❁❀❁•═════
ମେଷ
: ଆଜି ଦିନଟି ନିଜର କ୍ୟାରିୟର ସୁଧାର ପାଇଁ ଭଲ ହେବ। କୌଣସି ଅନୁବନ୍ଧ ପାଇଁ ଭଲ ସୁଯୋଗ ମିଳିବ। ପାରିବାରିକ କାର୍ଯ୍ୟରେ ପରିବାରର ସବୁ ସଦସ୍ୟଙ୍କ ସହଯୋଗ ପାଇବେ। ପ୍ରେମରେ ସଫଳତା ମିଳିବ।
✧═════•❁❀❁•═════
ବୃଷ:
ଆଜି ଆପଣଙ୍କ ଭାବନା ରଚନାତ୍ମକ ରହିବ। ସମ୍ମାନିତ ଲୋକଙ୍କ ଠାରୁ ସମ୍ମାନ ପାଇବେ। ବ୍ୟବସାୟରୁ ସହକର୍ମୀଙ୍କ ମାଧ୍ୟମରେ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବାରେ ବ୍ୟସ୍ତ ରହି ପରନ୍ତି।*
✧═════•❁❀❁•═════
ମିଥୁନ:
* ଆଜି ନିଜର ନୂଆ ବିଚାର ଆର୍ଥିକ ଉନ୍ନତି ଲାଗି ଲାଭଦାୟକ ରହିବ। ବ୍ୟବସାୟରେ ଜୀବନସାଥୀଙ୍କ ସହଯୋଗ ମିଳିବ। ଅଫିସରେ କୌଣସି ଖୁସି ଖବର ମିଳିବ। ପ୍ରେମ ବ୍ୟାପାର ଲାଗି ଦିନଟି ଭଲ।
✧═════•❁❀❁•═════
କର୍କଟ:
ଆଜି ଦିନଟି ଆପଣଙ୍କ ଲାଗି ଅନୁକୂଳ। ସାହସିକ ଫଇସଲାରେ ସଫଳତା ମିଳିବ। ଜୀବନସାଥୀଙ୍କ ସହିତ ଉତ୍ତମ ସମ୍ବନ୍ଧ ବଜାୟ ରହିବ। ଛାତ୍ରଙ୍କ କ୍ୟାରିୟରରେ ନୂଆ ମୋଡ଼ ଆସିପାରେ।*
✧═════•❁❀❁•═════
ସି˚ହ:
ଆଜି ଆପଣ କୌଣସି ନିଷ୍ପତି ତରବରିଆ ଭାବେ କଲେ କ୍ଷତିରେ ପଡିପାରନ୍ତି। ସନ୍ତାନଙ୍କ ପକ୍ଷରୁ ଭଲ ଖବର ପାଇବେ। ପରିବାରରେ ଏକତା ଓ ସୁଖ ବୃଦ୍ଧି ହେବ। ବନ୍ଧୁଙ୍କ ସହିତ ଭ୍ରମଣରେ ଯିବା ପାଇଁ ଯୋଜନା କରିବେ।*
✧═════•❁❀❁•═════
କନ୍ୟା:
ଆଜି ଦିନଟି ଆପଣଙ୍କ ଲାଗି ଠିକ୍‌ଠାକ୍‌ ରହିବ। ସାମାଜିକ ଓ ରାଜନୈତିକ କାର୍ଯ୍ୟରେ ସମୟ କଟିବ। ମିତ୍ରଙ୍କର ପୂରା ସହଯୋଗ ପାଇବେ। ହଠାତ୍ ଧନପ୍ରାପ୍ତି ଯୋଗ ରହିଛି। ପାରିବାରିକ ଜୀବନ ସୁଖମୟ ହେବ।*
✧═════•❁❀❁•═════
ତୁଳା:
ଆଜି ଦିନଟି ଆପଣଙ୍କ ପାଇଁ ସବୁ ଦୃଷ୍ଟିରୁ ଭଲରହିବ । ଖୁବ୍‌ ମଜା କରିବେ ଓ ଖୁସି ରହିବେ। ପ୍ରିୟବନ୍ଧୁଙ୍କ ସହିତ ସମ୍ବନ୍ଧ ମଧୁର ହେବ। ଅଫିସରେ ଆପଣଙ୍କର କର୍ତ୍ତୃତ୍ବ ବଜାୟ ରହିବ। ବ୍ୟବସାୟୀଙ୍କୁ ଅଚାନକ ଧନଲାଭ ସୁଯୋଗ ମିଳିବ।
✧═════•❁❀❁•═════
ବିଛା:
କୌଣସି ରଚନାତ୍ମକ କାମରେ ଆଜି ଆପଣଙ୍କର ନାମ ଚର୍ଚ୍ଚା ରେ ରହିବ। ବ୍ୟବସାୟରେ ନୂଆ କୌଶଳ ପ୍ରୟୋଗ କରିବେ ଯାହା ଦ୍ବାରା ଭବିଷ୍ୟତରେ ଲାଭ ମିଳିବ। ପରିବାର ଲୋକେ ଆପଣଙ୍କ ଉପରେ ବହୁତ ଭରସା କରିବେ।*
✧═════•❁❀❁•═════
ଧନୁ:
ଆପଣ ଅନ୍ୟମାନଙ୍କ ଭାବନା ପ୍ରତି ଆଜି ବିଶେଷ ଯତ୍ନବାନ ରହିପାରନ୍ତି। ଧର୍ମ ସମ୍ବନ୍ଧିତ ପୁସ୍ତକ ପଢ଼ିବାରେ ରୁଚି ବଢ଼ିବ। ସ୍ଥଗିତ ଥିବା କାର୍ଯ୍ୟ କୌଣସି ବନ୍ଧୁଙ୍କ ଦ୍ବାରା ପୂରା ହେବ। ସ୍ବାସ୍ଥ୍ୟ ପ୍ରତି ସଚେତ ରହନ୍ତୁ।*
✧═════•❁❀❁•═════
ମକର:
ଆପଣ ନିଜ କାମରେ ଆଜି ପ୍ରଶ˚ସା ଓ ପୁରସ୍କାର ପାରନ୍ତି ।ବାଣିଜ୍ୟ କରବାର ବୃଦ୍ଧି ଲାଗି ଦିନଟି ବିଶେଷ ଶୁଭ। ଧନ ସ˚ପତ୍ତି ବୃଦ୍ଧି ହେବ। ରାଜନୀତିରେ ଆଧିପତ୍ୟ ବଢ଼ିବ। ପରିବାର ସହିତ ହସଖୁସିରେ ସମୟ କଟିବ।
✧═════•❁❀❁•═════
କୁମ୍ଭ:
ଆଜି ଇଷ୍ଟଦେବୀ ଙ୍କ ଆରାଧନାରେ ମନରେ ସକାରାତ୍ମକ ଶକ୍ତି ସ˚ଚାର ହେବ। ପ୍ରସ୍ତୁତ କରିଥିବା ଯୋଜନା ଅନୁସାରେ କାମ କରିବେ। ଅଫିସରେ ସହକର୍ମୀଙ୍କ ସହଯୋଗ ମିଳିବ। ଦାମ୍ପତ୍ୟ ଜୀବନରେ ମଧୁରତା ବଢ଼ିବ।*
✧═════•❁❀❁•═════
ମୀନ:
ଦିନଟି ଆପଣଙ୍କୁ ଆଜି ଶୁଭାଶୁଭ ମିଶ୍ରିତ ଫଳ ପ୍ରଦାନ କରିବ। ବଡ଼ ବ୍ୟବସାୟ ଲାଗି କୌଣସି ବ୍ୟକ୍ତିସହ ଚୁକ୍ତି କରିପାରନ୍ତି। ଭାବିଚିନ୍ତି ଖର୍ଚ୍ଚ ନକଲେ ଅସୁବିଧାରେ ପଡ଼ିପାରନ୍ତି। କୋର୍ଟ କଚେରି ମାମଲାରେ ଚିନ୍ତା ବଢ଼ି ପାରେ

5,005FansLike
2,475FollowersFollow
12,700SubscribersSubscribe

HOT NEWS

Breaking