27.1 C
Bhubaneswar
Tuesday, June 17, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

କାହାକୁ ଅତ୍ୟଧିକ ଗୁରୁତ୍ୱ ଦେଲେ, ତା ପାଖରେ ନିଜକୁ ମୂଲ୍ୟହୀନ ହେବାକୁ ପଡେ ।
ଆଘାତ ମଣିଷକୁ ବଦଳେଇ ଦିଏ—
ଅବହେଳା ମଣିଷକୁ ବାସ୍ତବତା ଶିଖାଇ ଦିଏ —।

ଲୋକଙ୍କର “ଘୃଣା” କୁ ପସନ୍ଦ କରନ୍ତୁ, କିନ୍ତୁ ଲୋକଙ୍କ ଦେଖାଣିଆ “ଅତ୍ମୀୟତା” ଓ “ସହାନୁଭୂତି” ଠାରୁ ସର୍ବଦା ଦୁରେଇ ରୁହନ୍ତୁ !

“ସନ୍ଦେହ”, ଗୋଟିଏ ମଣିଷର ସଂସାର ନଷ୍ଟ କରିଦିଏ; ଆଉ “ଭଲପାଇବା”, *ଜଣେ ଅପରିଚିତକୁ ଅତି ନିଜର କରିଦିଏ ।

କାହା କାହା ମୁଁହରୁ Sorry ଶବ୍ଦଟା ବଡ ନାଟକୀୟ ମନେ ହୁଏ, କାରଣ ସେମାନେ Sorry କହିବା ପରେ ବି ସେହି ଭୁଲ ବାରମ୍ବାର କରନ୍ତି
ଜୀବନରେ ଯାହା କରିବା ପାଇଁ ହୃଦୟରୁ ଶ୍ରଦ୍ଧା, ଉତ୍ସାହ ଆସେ ସେହି ଜିନିଷ କରିବା ପାଇଁ ନିଜ ମନ, ପ୍ରାଣ ମଧ୍ୟ ଲଗେଇ ଦିଅନ୍ତୁ….

ଅଦ୍ୟ ମଇ ମାସ ୨୮ ତାରିଖ ୨୦୨୫ ମସିହା (ବୁଧବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଜ୍ୟେଷ୍ଠ ମାସ- ଶୁକ୍ଳପକ୍ଷ
ତିଥି- ଦ୍ଵିତୀୟା ରାତ୍ରି ଘ୦୧/୫୨ ଗତେ ତୃତୀୟା
ନକ୍ଷତ୍ର- ମୃଗଶିରା ଦିବା ଘ୦୧/୦୨ ଗତେ ଆର୍ଦ୍ରା
ଚନ୍ଦ୍ର- ବୃଷ ଦିବା ଘ୦୨/୧୦ ଗତେ ମିଥୁନ
ଯୋଗ- ଧୃତି
କରଣ – ବାଳବ
ସୌରମାସ- ବୃଷ ୧୪ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୨/୦୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୭/୦୦
*✧═════•❁❀
ଯୋଗିନୀ ଉତ୍ତରେ ରାତ୍ରି ଘ୦୧/୫୨ ଗତେ ଅଗ୍ନିକୋଣେ
କନ୍ୟା ରାଶି ର ଘାତଚନ୍ଦ୍ର
କର୍କଟ ରାଶିର ଘାତବାର
ଦ୍ଵିତୀୟା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା -ଦିବା ଘ୦୮/୨୫ ଗତେ ଘ୧୧/୦୩ ମଧ୍ୟେ
ବାରବେଳା- ଦିବା ଘ୧୧/୪୦ ଗତେ ଘ୦୧/୧୭ ମଧ୍ୟେ
══•❁❀❁•═
ବିଶୁଦ୍ଧ ଅମୃତ ବେଳା- ଦିବା ଘ୦୭/୪୬ ଗତେ ଘ୦୮/୨୪ ମଧ୍ୟେ ଓ ଘ୦୧/୦୫ ଗତେ ଘ୦୫/୧୮ ମଧ୍ୟେ ରାତ୍ରି ଘ୦୯/୫୬ ଗତେ ଘ୧୨/୦୯ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ନାସ୍ତି ═✧══•❁❀❁•═

ଅଦ୍ୟ ବୋଇତୀକଖାରୁ ଭକ୍ଷଣ ନିଷେଧ

✧═════•❁❀❁•═════
ଆଜିର ରାଶିଫଳ
✧═════•❁❀❁•═════
ମେଷ
-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।*
✧═════•❁❀❁•═════*
ବୃଷ
–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।*
✧═════•❁❀❁•═════
ମିଥୁନ
-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।*
✧═════•❁❀❁•═════
କର୍କଟ
–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
✧═════•❁❀❁•═════*
ସିଂହ
ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।*
✧═════•❁❀❁•═════
କନ୍ୟା
– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।*
✧═════•❁❀❁•═════
ତୁଳା
–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
✧═════•❁❀❁•═════
ବିଛା
–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।*
✧═════•❁❀❁•═════
ଧନୁ
– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।*
✧═════•❁❀❁•═════
ମକର
– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।*
✧═════•❁❀❁•═════
କୁମ୍ଭ
–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।*
✧═════•❁❀❁•═════
ମୀନ
ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking