14.1 C
Bhubaneswar
Sunday, December 7, 2025
Homeଓଡିଶାଆଜିର ଅନୁଚିନ୍ତା

ଆଜିର ଅନୁଚିନ୍ତା

ଅଦ୍ୟ ଜୁଲାଇ ମାସ ୧୦ ତାରିଖ ୨୦୨୫ ମସିହା (ଗୁରୁବାର)
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଆଷାଢ଼ମାସ- ଶୁକ୍ଳପକ୍ଷ
ତିଥି- ପୂର୍ଣ୍ଣିମା ରାତ୍ରି ଘ୦୨/୨୧ ଗତେ ପ୍ରତିପଦ
ନକ୍ଷତ୍ର-ମୂଳା ପ୍ରାତଃ ଘ୦୫/୪୫ ଗତେ ପୁର୍ବାଷାଢ଼ା
ଚନ୍ଦ୍ର- ଧନୁ
ଯୋଗ- ଇଦ୍ର
କରଣ – ବିଷ୍ଟି
ସୌରମାସ- ମିଥୁନ ୨୬ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୮/୪୨
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୨୬/୨୧
*✧═════•❁❀
ଯୋଗିନୀ ବାୟବ୍ୟେ ରାତ୍ରି ଘ୦୨/୨୧ ଗତେ ପୂର୍ବେ
ତୁଳା ଓ କୁମ୍ଭ ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
ପୂର୍ଣ୍ଣିମା ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୩/୦୮ ଗତେ ଘ୦୬/୨୫ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା- ରାତ୍ରି ଘ୦୭/୧୧ଗତେ ଘ୦୯/୨୩ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୬/୦୮ ମଧ୍ୟେ ଓ ଘ୦୯/୨୭ଗତେ ଘ୧୧/୧୨ ମଧ୍ୟେ ═✧══•❁❀❁•═*════✧
ଅଦ୍ୟ ଆମିଷ ଭକ୍ଷଣ ନିଷେଧ

✧═════•❁❀❁•═════
ମେଷ:
ଆଜି ଦିନଟି ଆପଣଙ୍କ ସ୍ବାସ୍ଥ୍ୟ ଭଲରହିବ। ପୂଜାର୍ଚନା ପାଇଁ ଅନୁକୁଳ ରହିବ। ଆପଣଙ୍କ ଯୋଜନାକୁ କାର୍ଯ୍ୟରୂପ ଦେବା ଲାଗି କ୍ରମାଗତ ପ୍ରୟାସ କରିବେ ଏବ˚ ସଫଳ ହେବେ। ବିଦେଶ ଯିବା ଲୋକ ଶୁଭ ଖବର ପାଇବେ।*
✧═════•❁❀❁•═════
ବୃଷ:
ଆଜି ନିଜେ ଜୀବନରେ କିଛି କରିବା ପାଇଁ ମନରେ ନୂଆ ନୂଆ ଚିନ୍ତା ଉତ୍ପନ୍ନ ହେବ। ନେତାଙ୍କ ମାଧୢମରେ ଲାଭ ପାଇବେ। ବ୍ୟବସାୟରେ ଲାଗି ରହିଥିବା ବାଧା ଦୂର ହେବ। ପାରିବାରିକ ଜୀବନ ଶାନ୍ତିମୟ ହେବ।
✧═════•❁❀❁•═════
ମିଥୁନ:
ଆଜି ଯାତାୟାତ ସମୟରେ ସାବଧାନତା ଅବଲମ୍ବନ କରନ୍ତୁ।କିଛି ନୂଆ ଅନୁଭବ କରି‌େବ। ପଇସା ଯେମିତି ଆସିବ; ସେମିତି ଖର୍ଚ୍ଚ ହୋଇଯିବ। ଅଫିସ୍‌ରେ ମହତ୍ତ୍ବପୂର୍ଣ୍ଣ ବ୍ୟକ୍ତିଙ୍କ ସହିତ ସାକ୍ଷାତ ହେବ। ଖାଦ୍ୟ ପାନୀୟ ପ୍ରତି ସଜାଗ ରହନ୍ତୁ।
✧═════•❁❀❁•═════
କର୍କଟ:
ଦିନଟି ଆପଣଙ୍କ ଲାଗି ସବୁ ଦୃଷ୍ଟିରୁ ଭଲ। ଆପଣଙ୍କ ଜୀବନରେ କିଛି ନୂଆ ପରିବର୍ତ୍ତନ ଆସିବ। ବିଦେଶରେ ଚାକିରି ପାଇଁ ପ୍ରୟାସ କରୁଥିବା ବ୍ୟକ୍ତିଙ୍କୁ ଶୁଭ ସ˚କେତ ମିଳିପାରେ। ହୋଟେଲ ଓ ଖୁଦ୍ର ବ୍ୟବସାୟୀଙ୍କ ଲାଗି ଦିନଟି ଲାଭପ୍ରଦ ହେବ।*
✧═════•❁❀❁•═════
ସି˚ହ:
ଆଜି ଶୁଭଗ୍ରହ ଙ୍କ କୃପା ଦୃଷ୍ଟି ଆପଣଙ୍କ ଉପରେ ରହିଛି। ସଫଳତାର ଶିଖର ଆଡ଼କୁ ଅଗ୍ରସର ହେବେ। ଆୟ ବୃଦ୍ଧି ହେବ। ବନ୍ଧୁବାନ୍ଧବଙ୍କ ସହିତ ଖୁସି ବାଣ୍ଟିବେ। ସ୍ବାଦିଷ୍ଠ ଖାଦ୍ୟ ଭୋଜନ କରିବେ। ସ୍ବାସ୍ଥ୍ୟ ପ୍ରତି ଟିକେ ଧୢାନ ଦିଅନ୍ତୁ।*
✧═════•❁❀❁•═════
କନ୍ୟା:
ଆଜି ନିଜର ମିଷ୍ଟ ବ୍ୟବହାରରେ ସବୁ କାମ କରିନେବେ। ପ୍ରବନ୍ଧକର୍ତ୍ତା ଆପଣଙ୍କୁ କୌଣସି ବଡ଼ ଦାୟିତ୍ବ ଦେବେ। ନୂଆ ନୂଆ ଲୋକଙ୍କ ସହିତ ଯୋଗାଯୋଗ ହେବ। କଳାକାରଙ୍କୁ କାର୍ଯ୍ୟକ୍ରମର ଅନୁବନ୍ଧ ମିଳିବ।
✧═════•❁❀❁•═════
ତୁଳା:
ସାମାଜିକ କାର୍ଯ୍ୟରେ ମହତ୍ତ୍ବପୂର୍ଣ୍ଣ ଭୂମିକା ନିର୍ବାହ କରିବେ। ଆପଣଙ୍କୁ କେହି ବନ୍ଧୁତାର ହାତ ବଢ଼ାଇବେ। ବିଦ୍ୟୁତ୍ ଓ ବଡ ବ୍ୟବସାୟୀମାନେ ନୂଆ ଡିଲ୍‌ କରିପାରନ୍ତି। ବାହନ କିଣିବା ଲାଗି ମନ ବଳିବ।
✧═════•❁❀❁•═════
ବିଛା:
ଆଜି କୌଣସି କାର୍ଯ୍ୟକୁ ନୂଆ କରି ମୂଳରୁ ଆରମ୍ଭ କରିବେ। ରାଜନୀତି କ୍ଷେତ୍ରରେ ଥିବା ବ୍ୟକ୍ତିଙ୍କୁ ଲାଭ ମିଳିବ। ଆଇନକାନୁନ ମାମଲାର ସହଜରେ ସମାଧାନ ହୋଇଯିବ। ପ୍ରେମପ୍ରସଙ୍ଗଯୁକ୍ତ ଜୀବନରେ ଖୁବ୍‌ ଆନନ୍ଦ ମିଳିବ।*
✧═════•❁❀❁•═════
ଧନୁ:
ଆର୍ଥିକ ଲାଭ ପାଇଁ ଭଲ ଦିନଟିଏ। କୌଣସି କାମରୁ ଯଥେଷ୍ଟ ଲାଭ ପାଇବେ। ମହିଳାମାନେ ଜରୁରୀ ଜିନିଷପତ୍ର କିଣିବା ଲାଗି ବଜାରକୁ ଯିବେ। ସନ୍ଧ୍ୟାରେ ବନ୍ଧୁଙ୍କ ସହିତ ହସଖୁସିରେ ସମୟ କଟିବ।*
✧═════•❁❀❁•═════
ମକର:
ପରିବାରରେ ଏକତା ଓ ପ୍ରେମ ବଢ଼ିବ। ସ୍ଥଗିତ ଥିବା କାମ ପୂରା କରିବାରେ ସହଯୋଗୀଙ୍କ ସହଯୋଗ ମିଳିବ। ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ମଜଭୁତ ହେବ। ବନ୍ଧୁଙ୍କ ସହିତ ସମ୍ବନ୍ଧରେ ସୁଧାର ଆସିବ* ।
✧═════•❁❀❁•═════
କୁମ୍ଭ:
ପିତାଙ୍କ କହିବା ମାର୍ଗରେ ଚାଲନ୍ତୁ, ଆପଣଙ୍କୁ ସଫଳତା ମିଳିବ। ବିଦେଶରେ ବ୍ୟବସାୟ କରୁଥିବା ବ୍ୟକ୍ତିବିଶେଷ ଆଜି ବଡ଼ ଡିଲ୍‌ କରିବେ। ପଇସାକୁ ନେଇ କାହାରି ସହିତ ବିବାଦ ହୋଇପାରେ। ଦାମ୍ପତ୍ୟ ଜିବନରେ ପ୍ରିତି ବଜାୟ ରହିବ।
✧═════•❁❀❁•═════
ମୀନ:
ଆଧୢାତ୍ମିକ ଭାବନାରେ ସମୟ ବିତିବ। ବିଭିନ୍ନ କ୍ଷେତ୍ରରେ ଜ୍ଞାନ ଅର୍ଜନ କରିବାକୁ ପ୍ରୟାସ କରିବେ। କଳା ସାହିତ୍ୟ କ୍ଷେତ୍ରରେ ଆଗକୁ ବଢ଼ିବେ। ଚାକିରି ସମ୍ବନ୍ଧୀୟ ଖୁସି ଖବର ମିଳିବ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking