କଥାରେ ଅଛି – ଯୌବନ ସମୟରେ ମାଙ୍କଡ଼ୀ ମଧ୍ୟ ସୁନ୍ଦରୀ ଲାଗେ l ଶ୍ରାବଣରେ ନଦୀ ମଧ୍ୟ କୁମାରୀ l କ୍ଷମତାରେ ଥିଲେ ନେତାମାନଙ୍କର ମିଛକଥା ମଧ୍ୟ ଅମୃତବାଣୀ l ଆଉ ଧନ-ସମ୍ପତ୍ତି ଥିଲେ ମୂର୍ଖ ମଧ୍ୟ ଜ୍ଞାନୀ ବୋଲାଏ l ପ୍ରାର୍ଥନା କରିବା ବେଳେ ମନୁଷ୍ୟ ଭାବିନିଏ ଭଗବାନ ତା କଥା ଶୁଣନ୍ତି କିନ୍ତୁ ନିନ୍ଦା କରିବା ସମୟରେ ସେ ଭୁଲିଯାଏ l ପୂର୍ଣ୍ୟ କରିବା ସମୟରେ ମନୁଷ୍ୟ ଭାବିନିଏ ଭଗବାନ ଦେଖନ୍ତି କିନ୍ତୁ ପାପ କରିବା ସମୟରେ ସେ ଭୁଲିଯାଏ।
ଯଦି କେହି କାହା ପାଇଁ କାନ୍ଦେ ତାହା ହେଉଛି ଆବେଗ ଯଦି କେହି କାହାକୁ କନ୍ଦାଏ ତାହା ହେଉଛି ପ୍ରତାରଣା ଆଉ ଯଦି କେହି କାହାକୁ କନ୍ଦେଇ ନିଜ ବି କାନ୍ଦେ,ତାହା ହେଲା ପ୍ରକୃତ ଭଲପାଇବା।ସମ୍ପର୍କ ଏକ ଡିଗ୍ରୀ ବା ଡିପ୍ଲୋମା ନୁହେଁ ଯେ ତିନି ଚାରି ବର୍ଷ ଭିତରେ ଆରମ୍ଭ ହୋଇ ଶେଷ ହୋଇଯିବ l ଏହା ଏକ ଲାଇଫ ଟାଇମ କୋର୍ସ ଯାହାକୁ କେବଳ ପଢାଯାଏ ନାହିଁ,ଏହାକୁ ଅନୁଭବ କରି ବଞ୍ଚିବାକୁ ପଡେ। ବର୍ତ୍ତମାନ ସମୟ ସବୁ ଆତ୍ମା ରୁପି ମନୁଷ୍ୟ ଦୁଃଖ ଚିନ୍ତା ରେ କାଳ କାଟୁଛନ୍ତି କୌଣସି ସମୟ କୁଛ ଭି ହୋ ଶକ୍ତା? ସମସ୍ତ ଙ୍କ ଚିନ୍ତା ଭଗବାନ ହି ଦୂର କରି ପାରିବେ କୌଣସି ମନୁଷ୍ୟ ନୁହେଁ? ଭଗବାନ ଙ୍କୁ ଜାଣି ତାଙ୍କୁ ଚିନ୍ତା କଲେ ହି ଶାନ୍ତି ମିଳି ପାରିବ।
. ଜୟ ଶ୍ରୀ ଶ୍ରୀ ଜଗନ୍ନାଥ ମହା ପ୍ରଭୁ ପାଦ ପଦ୍ମ ରେ ଶରଣ
ଅଦ୍ୟ ଅଗଷ୍ଟ ମାସ ୧୪ ତାରିଖ ୨୦୨୫ ମସିହା (ଗୁରୁବାର
ଶକାବ୍ଦ -୧୯୪୭
ସମ୍ବତ -୨୦୮୨
ଦିଲ୍ଲୀସ୍ୱରାଦ୍ଧ-୧୪୩୨
ସମ୍ବତ୍ସର-ସିଦ୍ଧାର୍ଥ
ଭାଦ୍ରବ ମାସ- କୃଷ୍ଣପକ୍ଷ
ତିଥି- ଷଷ୍ଠୀ ରାତ୍ରି ଘ୦୨/୦୮ ଗତେ ସପ୍ତମୀ
ନକ୍ଷତ୍ର-ରେବତୀ ଦିବା ଘ୦୯/୪୨ ଗତେ ଅଶ୍ଵିନୀ
ଚନ୍ଦ୍ର- ମୀନ ଦିବା ଘ୦୯/୪୨ ଗତେ ମେଷ
ଯୋଗ- ଶୂଳ
କରଣ – ଗର
ସୌରମାସ- କର୍କଟ ୩୦ ଦିନ
✧═════•❁❀❁•════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୩୦/୪୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୧୩/୪୨
*✧═════•❁❀
ଯୋଗିନୀ ପଶ୍ଚିମେ ରାତ୍ରି ଘ୦୨/୦୮ ଗତେ ବାୟବ୍ୟେ
ମେଷ ରାଶିର ଘାତଚନ୍ଦ୍ର
ତୁଳା ଓ କୁମ୍ଭ ରାଶିର ଘାତବାର
ଷଷ୍ଠୀ ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳା ଓ ବାରବେଳା- ଦିବା ଘ୦୨/୫୪ ଗତେ ଘ୦୬/୦୪ ମଧ୍ୟେ
*══•❁❀❁•═
ବିଶୁଦ୍ଧ ଅମୃତ ବେଳା-ରାତ୍ରି ଘ୧୨/୧୩ ଗତେ ଘ୦୩/୦୧ ମଧ୍ୟେ
ବିଶୁଦ୍ଧ ମାହେନ୍ଦ୍ର ବେଳ।- ଦିବା ଘ୦୭/୦୫ ମଧ୍ୟେ ଓ ଘ୧୦/୧୭ ଗତେ ଘ୧୨/୪୨ ମଧ୍ୟେ
═✧══•❁❀❁•═════✧
ଅଦ୍ୟ ନିମ୍ବ ଭକ୍ଷଣ ନିଷେଧ
✧═════•❁❀❁•═════
ଆଜିର ରାଶିଫଳ ✧═════•❁❀❁•═════
ମେଷ
: ଆଜି ଆକସ୍ମିକ ଧନ ଲାଭ ଯୋଗ ରହିଛି।ସାହାଯ୍ୟ ପାଇଁ ଆପଣଙ୍କ ପରିବାର ଓ ସମ୍ପର୍କୀୟ ମାନେ ଉପସ୍ଥିତ ହେବା ଯୋଗୁଁ ଆନନ୍ଦିତ ହେବେ। ଆଜି ସେମାନେ ଆପଣଙ୍କ ଜୀବନରେ ମହତ୍ତ୍ୱପୂର୍ଣ୍ଣ ଭୁମିକା ନିର୍ବାହ କରିବେ ।
✧═════•❁❀❁•═════
ବୃଷ
: ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।
✧═════•❁❀❁•═════
ମିଥୁନ
: ଆଜି ଆପଣଙ୍କ ଆତ୍ମିୟମାନେ ଆପଣଙ୍କୁ ସାହାଯ୍ୟ କରିବେ । ସେମାନଙ୍କ ଛୋଟ ଛୋଟ ଚ଼େଷ୍ଟା ଆପଣଙ୍କ ମନକୁ ଛୁଇଁଯିବ । ସେମାନଙ୍କ ସାହାଯ୍ୟ ଏବଂ ଭଲ ପାଇବା ଯୋଗୁଁ ଆପଣ ସେମାନଙ୍କୁ କୃତଜ୍ଞତା ଜଣାଇବେ ।
✧═════•❁❀❁•═════
କର୍କଟ
: ଆଜି ଆପଣ କୌଣସି ସମସ୍ୟାରେ ପଡିଛନ୍ତି ,ସେଥିପାଇଁ ଆପଣଙ୍କୁ ମିଳୁଥିବା ସାହାଯ୍ୟ ଆପଣଙ୍କୁ ସମସ୍ୟାରୁ ମୁକୁଳିବାର ବାଟ ସାହାଯ୍ୟ କରିବ । ଆପଣ ଏହାଦ୍ୱାରା ଜାଣି ଖୁସି ହେବେ ଯେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆପଣଙ୍କର ପୁତ୍ରମାନେ ଆଗେଇ ଆସିବେ ।
✧═════•❁❀❁•═════
ସିଂହ
: ଆଜି ଧନଲାଭ ହେବା ସହ ଅପଣଙ୍କ ପ୍ରିୟଜନ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ନିଜର ଚ଼େଷ୍ଟା ଏବଂ ସ୍ନେହ ବଳରେ ଆପଣଙ୍କ ଦିନକୁ ସେମାନେ ବହୁତ ସୁନ୍ଦର କରିଦେବେ । ଆପଣ ସେମାନଙ୍କ ସ୍ନେହ ପାଇଁ ବହୁତ ଖୁସି ହେବେ ଏବଂ ନିଜକୁ କୃତାର୍ଥ ମନେ କରିବେ ।
✧═════•❁❀❁•═════
କନ୍ୟା
: ଆପଣ ଯେଉଁ ଲୋକଙ୍କ ସହିତ ଚ଼ାଲୁଛନ୍ତି ସେହି ଆପଣଙ୍କର କଳିକଜିଆ ଶେଷ କରି ପାରିବ । କୌଣସି ଘରୋଇ କଳିକଜିଆ ଯେଉଁଟା କି ଆପଣଙ୍କର ଅଶାନ୍ତିର କାରଣ ହୋଇଥିଲା, ସମସ୍ତଙ୍କର ଅଶାନ୍ତିର କାରଣ ହୋଇଥିଲା, ଏବେ ଶେଷ ହୋଇଯିବ ।
✧═════•❁❀❁•═════
ତୁଳା
: ଆଜି ଆପଣଙ୍କ ମନ କରିବ ଯେ ,ଆପଣ ଆପଣଙ୍କ ସବୁ କାମ ଏକ ପାର୍ଶ୍ୱରେ ରଖି ନିଜ ପରିବାର ଓ ବନ୍ଧୁମାନଙ୍କ ସହ ଭଲ ସମୟ ବ୍ୟତିତ କରନ୍ତୁ । ନିଜ ପସନ୍ଦର ଖାଦ୍ୟ ଓ ପୁରାତନ ଘନିଷ୍ଠ ବନ୍ଧୁମାନଙ୍କ ସହ ମିଳାମିସା କରିବାର ସୁଯୋଗ ମିଳିବ।
✧═════•❁❀❁•═════
ବିଛା
: ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।
✧═════•❁❀❁•═════
ଧନୁ
: ଆପଣ ଖୁସି ମନେଇବାପାଇଁ କିମ୍ବା ବ୍ୟବସାୟ ଦୃଷ୍ଟିରୁ ବାହାରକୁ ଯାତ୍ରା କରିପାରନ୍ତି । କିନ୍ତୁ କୌଣସି ପ୍ରକାର ଅସୁବିଧା ସୃଷ୍ଟିହେବାର ସଂକେତ ଅଛି । ଯୋଜନାରେ କିଛି ବିଘ୍ନ ଘଟିପାରେ ଏବଂ ଆପଣ ଯୋଜନାର ପରିବର୍ତ୍ତନ କରିପାରନ୍ତି ।
✧═════•❁❀❁•═════✧
ମକର
: ଏହି ସମୟ ନିଜ ସାଙ୍ଗ ସାଙ୍ଗରେ କୌଣସି କଳି କଜିଆରେ ପଡ଼ନ୍ତୁ ନାହିଁ । ବୋଧ ହୁଏ ସମସ୍ତେ ଚ଼ିନ୍ତାର ସମ୍ମୁଖୀନ ହୋଇଛନ୍ତି, ଯାହାର କାରଣ ଚ଼ିନ୍ତାର ପରିବେଶ ସୃଷ୍ଟି ହୋଇଛି । ପ୍ରତିକ୍ଷେତ୍ରରେ ସତର୍କ ରହି କାର୍ଯକରିବା ବୁଦ୍ଧିମାନ ର କାର୍ଯହେବ।
✧═════•❁❀❁•═════
କୁମ୍ଭ
: ଅନ୍ୟ ଲୋକ ଆପଣଙ୍କ ଦୟାକୁ ଭୂଲ ବାଟରେ ନେବା ପାଇଁ ଚ଼େଷ୍ଟା କରିବେ । ମନେରଖ ଜୀବନରେ ପ୍ରତ୍ୟେକ ଜିନିଷର ସନ୍ତୁଳିତ ହେବା ଆବଶ୍ୟକ ଅଟେ ଏଥିପାଇଁ ଆବଶ୍ୟକତା ଠାରୁ ଅଧିକ ଦୟା କରିବା ମଧ୍ୟ ଠିକ୍ ନୁହେଁ ।
✧═════•❁❀❁•═════
ମୀନ
: ଆପଣଙ୍କର କୌଣସି ପ୍ରିୟଜନ ସହିତ ସମ୍ପର୍କ ଖରାପ ହୋଇଯାଇଛି । ଏହି ସମୟ ଆପଣ ନିଜ କ୍ରୋଧକୁ ଆୟତ୍ତରେ ରଖିବାର ସମୟ ଅଟେ । ଆପଣ ଏହି ସମୟରେ ପୁରୁଣା ମିଠାସ୍ମୃତିକୁ ମନେପକାଇ ପରଷ୍ପରକୁ ଗୁରୁତ୍ତ୍ୱ ଦେବା ଉଚ଼ିତ୍ ହେବ ।










