30.1 C
Bhubaneswar
Saturday, May 18, 2024
Homeଓଡିଶାଆଜିର ଅନୁଚିନ୍ତା "🙏🏻☘️🌹

ଆଜିର ଅନୁଚିନ୍ତା “🙏🏻☘️🌹

🦋”କେବଳ ସାପ ନୁହେଁ ବନ୍ଧୁ କିଛି ମଣିଷ ବି ବିଷାକ୍ତ ହୋଇଥାନ୍ତି , ସାପକୁ ତ ଦୂରରୁ ଚିହ୍ନି ହୁଏ କିନ୍ତୁ ବିଷାକ୍ତ ମଣିଷକୁ ଚିହ୍ନିବା ବହୁତ କଷ୍ଟକର ହୋଇଥାଏ !!”_

🦋”ଜୀବନ ଗୋଟିଏ ମିନିଟରେ ବଦଳି ଯାଇ ନଥାଏ , କିନ୍ତୁ ଗୋଟିଏ ମିନିଟରେ ନେଇଥିବା ନିଷ୍ପତ୍ତି ଆମ ଜୀବନକୁ ସମ୍ପୂର୍ଣ୍ଣ ରୂପେ ବଦଳେଇ ଦେଇଥାଏ !!”

🦋”ଯେଉଁମାନେ ନିଜ ସର୍ତ୍ତ ରେ ଜିତିଥାଆନ୍ତି ଖୁସି ସେମାନଙ୍କୁ ମିଳି ନଥାଏ . ଖୁସି ତ ସେମାନଙ୍କୁ ମିଳିଥାଏ ଯେଉଁମାନେ ଅନ୍ୟର ଖୁସିପାଇଁ ନିଜ ଜୀବନର ସର୍ତ୍ତକୁ ବଦଳାଇ ଦେଇ ଥାଆନ୍ତି !!”

🦋”ଗୋଟିଏ କ୍ୟାଲେଣ୍ଡର ବଦଳିବା ପାଇଁ ୩୬୫ ଦିନ ସମୟ ଲାଗିଥାଏ , କିନ୍ତୁ ଗୋଟିଏ ମଣିଷ ବଦଳିବା ପାଇଁ ; ଛାଡ଼ ସେ କଥା ନ କହିବା ଭଲ . ସେଭଳି ଲୋକଙ୍କ କଥାକୁ ଧ୍ୟାନ ନଦେଇ ଖାଲି ନିଜର କର୍ତ୍ତବ୍ୟ କରିଚାଲନ୍ତୁ ସମୟ ଅନୁସାରେ ସବୁକିଛି ଠିକ ହୋଇଯିବ !!”

ଅଦ୍ୟ ମଇ ମାସ ୧୦ ତାରିଖ ୨୦୨୨ ମସିହା(ମଙ୍ଗଳବାର)
ଶକାବ୍ଦ -୧୯୪୩
ସମ୍ବତ -୨୦୭୯
ଦିଲ୍ଲୀସ୍ୱରାଦ୍ଧ-୧୪୨୯
ସମ୍ବତ୍ସର-ରାକ୍ଷସ
ବୈଶାଖ-ଶୁକ୍ଳପକ୍ଷ
ତିଥି- ନବମୀ ସଂ ଘ୦୭/୪୯ ପର୍ଯ୍ୟନ୍ତ ତଦନ୍ତେ ଦଶମୀ
ନକ୍ଷତ୍ର- ମଘା ସଂ ଘ ୦୭/୪୦ ପର୍ଯ୍ୟନ୍ତ ତଦନ୍ତେ ପୂର୍ବାଫା
ଚନ୍ଦ୍ର-ସିଂହ
ଯୋଗ- ଧୃବ
କରଣ – ବାଳବ
ସୌରମାସ- ମେଷ ୨୭ ଦିନ
ଅଦ୍ୟ ସୀତା ନବମୀ
✧═════•❁❀❁•═════✧
ସୁର୍ୟୋଦୟ-ପ୍ରାତଃ ଘ୦୫/୧୭/୪୦
ସୂର୍ଯ୍ୟାସ୍ତ -ସନ୍ଧ୍ୟା ଘ୦୬/୦୯/୪୯
*✧═════•❁❀
ଯୋଗିନୀ ପୂର୍ବେ ସଂ ଘ ୦୭/୪୯ ପର୍ଯ୍ୟନ୍ତ ତଦନ୍ତେ ଉତ୍ତରେ
ମକର ରାଶିର ଘାତବାର
କର୍କଟ ଓ ମକର ରାଶିର ଘାତଚନ୍ଦ୍ର
ନବମୀ ର ଏକୋଦିଷ୍ଟ ଓ ପାର୍ବଣ ଶ୍ରାଦ୍ଧ
✧═════•❁❀❁•═══
କାଳବେଳ। – ଦିବା ଘ୦୧/୨୫ଗତେ ଘ୦୩/୦୧ ମଧ୍ୟେ
ବାରବେଳା – ଦିବା ଘ୦୬/୫୧ଗତେ ଘ୦୮/୨୭ ମଧ୍ୟେ
══•❁❀❁•═══
ବିଶୁଦ୍ଧ ଅମୃତ ବେଳ। – ଦିବା ଘ ୦୮/୨୭ ଗତେ ଘ୧୦/୦୫ ମଧ୍ୟେ ଓ ଘ ୧୨/୨୮ ଗତେ ଘ୦୧/୨୪ ମଧ୍ୟେ
ବିଶୁଦ୍ଧ ମ।ହେନ୍ଦ୍ର ବେଳ।- ନାସ୍ତି
═✧══•❁❀❁•═════✧
ଅଦ୍ୟ ଲାଉ ସଂ ଘ ୦୭/୪୯ ପର୍ଯ୍ୟନ୍ତ ତଦନ୍ତେ କଳମଶାଗ ଭକ୍ଷଣ ନିଷେଧ

🌼🌹꧁ ଆଜିର ରାଶିଫଳ꧂🌹🌼
✧═════•❁❀❁•═════✧
🌹ମେଷ🌷👉-ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ଯନ୍ତ୍ରଣା ପାଇପାରନ୍ତି ।
✧═════•❁❀❁•═════✧
🌹ବୃଷ🌷👉–ଆଜି ଦିନଟି କର୍ମକ୍ଷେତ୍ରରେ ଅଧସ୍ତନ କର୍ମଚାରିଙ୍କର ସପୂର୍ଣ ସହଯୋଗ ମିଳିବ । ସାସଂରିକ ଜିବନ ଆନନ୍ଦଭରା ରହିବ । ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ଦୁର ହେବ । ମହିଳା ଓ ଛାତ୍ରଛାତ୍ରୀମାନେ ମାନସୀକ ସ୍ତରରେ ଖୁସିରେ କାଟିବେ ।
✧═════•❁❀❁•═════✧
🌹ମିଥୁନ🌷👉-ଏହି ରାଶିର ଲୋକମାନେ ପାଇଁ ଆଜିିି ବ୍ୟବସାୟରେ ଲାଭବାନ ହେବେ । ପାରିବାରିକ ଶାନ୍ତି ମିଳିବ । କର୍ମ କ୍ଷେତ୍ରରେ ନୂତନ ସୁଯୋଗ ସୃଷ୍ଟି ହୋଇପାରେ । ମହିଳା ଓ ଛାତ୍ରଛାତ୍ରୀମାନେ ଦିନଟି ଉତ୍ସାହରେ ଅତିବାହିତ କରିବେ ।
✧═════•❁❀❁•═════✧
🌹କର୍କଟ🌷👉–ଆଜିିର ଦିନଟି ସନ୍ତାନ ମାନଙ୍କୁ ନେଇ ଗର୍ବ ଅନୁଭବ କରିବେ, ନୂତନ ବସ୍ତ୍ର ଆଦି ଆଭୁଷଣ ପ୍ରାପ୍ତି ହେବ । ନୂତନ ଯୋଜନାରେ ସଫଳ ହେବେ । ଆର୍ଥିକ ଉନ୍ନତି ବହୁ ପରିମାଣରେ ବୃଦ୍ଧି ପାଇବ । ମହିଳା ଓ ଛାତ୍ରୀମାନେ କୌଣସି ଦିଗରୁ ପୁରଷ୍କୃତ ହେବେ ।
✧═════•❁❀❁•═════✧
🌹ସିଂହ🌷👉– ଆଜିିର ଦିନଟି ସମାଜିକ ସ୍ତରରେ ମାନ ସମ୍ମାନ ବୃଦ୍ଧି ହେବ । ଧନ ସଂଚୟ ପାଇଁ ଦିବସଟି ବେସ ଉତମ । ଚାକିରୀରେ ପଦ ମର୍ଯ୍ୟଦା ପ୍ରାପ୍ତି ହୋଇପାରେ । ମହିଳ ଓ ଛାତ୍ରମାନେ କର୍ମ ନିପୂଣ ହେବେ ।
✧═════•❁❀❁•═════✧
🌹କନ୍ୟା🌷👉– ଆଜି ମାନସିକ ଅବସାଦ ମନକୁ ଭାରାକ୍ରାନ୍ତ କରିବ, ଋଣକରିବାର ର୍ଦୁଯୋଗ ରହିବ, ସାଂସାରିକ ଜୀବନକୁ ନେଇ ଚିନ୍ତିତ ରହିବେ, ରାଜନୈତିକ କ୍ଷେତ୍ରରେ ବହୁ ସମସ୍ୟା ଦେଖାଦେବ, ମହିଳା ଓ ଛାତ୍ରଛାତ୍ରୀମାନେ ବିସାଦରେ ଦିନଟି ଅତିବାହିତ କରିବେ ।
✧═════•❁❀❁•═════✧
🌹ତୁଳା🌷👉–ଆଜି କର୍ମକ୍ଷେତ୍ରରେ ସତର୍କତା ଅବଲମ୍ବନ କରନ୍ତୁ ନହେଲେ କିଛି କ୍ଷତି ସହିବାକୁ ପଡିପାରେ ଏବଂ ବହୁଦିନରୁ ଲାଗିରହିଥିବା ମାଲିମକୋଦମାର ସମାଧାନ ହେବାର ସମ୍ଭାବନା ଷୃଷ୍ଟି ହେବ, ତଥାପି ରସାୟନ ସମ୍ବନ୍ଧିୟ ବ୍ୟବସାୟୀ ମାନେ ଶୁଭଫଳ ଅନୁଭବ କରିବେ ।
✧═════•❁❀❁•═════✧
🌹ବିଛା🌷👉–ଆଜି ଆଜିର ଦିନଟି ବିଳାସ ବେସନରେ ଅତିବାହିତ ହେବା ସଙ୍ଗେ ସଙ୍ଗେ ଆର୍ଥିକ ବୃଦ୍ଧି ହେବ । ପ୍ରସାଶନିକ ସେବା କ୍ଷେତ୍ରରେ କର୍ମରତ ମାନେ ଶୁଭଫଳ ଅଧିକ ପାଇବେ । ମହିଳାମାନେ ଓ ଛାତ୍ରଛାତ୍ରୀମାନେ ଅତ୍ୟନ୍ତ ସୁଖୀ ହେବେ ।
✧═════•❁❀❁•═════✧
🌹ଧନୁ🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିର ଦିନଟି ସୁଖ ଓ ଶାନ୍ତିରେ ଅତିବାହିତ ହେବ । କର୍ମ କ୍ଷେତ୍ରରେ ସାହାଯ୍ୟ ସହଯୋଗ ମିଳିବ । ମହିଳା ଓ ଛାତ୍ରଛାତ୍ରୀମାନେ ଉତ୍ସାହରେ ଦିନଟି କାଟିବେ ।
✧═════•❁❀❁•═════✧
🌹ମକର🌷👉– ଏହି ରାଶିର ଲୋକମାନଙ୍କ ପାଇଁ ଆଜିିର ଦିନଟି ଶାରୀରିକ ଅସୁସ୍ଥତା ଦେହ ଓ ମନକୁ ଅବଶ କରିଦେବ । ଚିନ୍ତା ଯୋଗୁଁ ରକ୍ତଚାପ ବୃଦ୍ଧି ପାଇବ । ବ୍ୟବସାୟରେ ଲାଭ କମ ହେବ । ଅଯଥା ବ୍ଯୟ ଯୋଗ ରହିଛି।
✧═════•❁❀❁•═════✧
🌹କୁମ୍ଭ🌷👉–ଆଜି କର୍ମକ୍ଷେତ୍ରରେ ଲାଭ ବୃଦ୍ଧି ପରିଲିକ୍ଷିତ ହେବ । ବ୍ୟୟଠାରୁ ଆୟ ବଢିବ ତେଣୁ ମାନସିକ ତୃପ୍ତି ବଢିବ । ସନ୍ତାନ ମାନଙ୍କ ଶିକ୍ଷା ପାଇଁ ଖର୍ଚ୍ଚ ବୃଦ୍ଧି ପରିଲକ୍ଷିତ ହୋଇପାରେ । ମହିଳାମାନେ ପାରିବାରିକ ପରିବେଶରେ ନିଜକୁ ସ୍ଥିର କରିପାରିବେ ।
✧═════•❁❀❁•═════✧
🌹ମୀନ🌷👉–ଆଜି ଦେହ ମନ ଭଲ ରହିବ, ଉଚ୍ଚସ୍ତରୀୟ ବ୍ୟକ୍ତିଙ୍କ ସାନିଧ୍ୟ ଲାଭ କରିବେ । କର୍ମ କ୍ଷେତ୍ରରେ ସମସ୍ତ ଦିଗରୁ ସହଯୋଗର ହାତ ବଢିବ । ମହିଳାମାନେ ନିଜକୁ ଗୃହ କାର୍ଯ୍ୟରେ ନିମଗ୍ନ ରଖିବେ ଓ ଛାତ୍ରଛାତ୍ରୀମାନେ ବିଦ୍ୟାରେ ସଫଳତା ହାସଲ କରିବେ ।

LEAVE A REPLY

Please enter your comment!
Please enter your name here

5,005FansLike
2,475FollowersFollow
12,700SubscribersSubscribe

Most Popular

HOT NEWS

Breaking